୨ ଡିସେମ୍ୱର, ସୋମବାର: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ

ମେଷ: ଦିନଟି ଭଲରେ କଟିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ବୃଷ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ବନ୍ଧୁଙ୍କଠାରୁ ଖୁସି ଖବର ଶୁଣି ପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ। ମିଥୁନ: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ବିଦେଶକୁ ଯିବାକୁ ଯୋଜନା କରିପାରନ୍ତି। ସ୍ୱାସ୍ଥ୍ୟ ଭଲ ରହିବ। କର୍କଟ:  ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ୱାଦିଷ୍ଟ ଖାଦ୍ୟ ଖାଇବେ। ଆଧ୍ୟାତ୍ମିକ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ସିଂହ: ପରିବାରରେ ହସଖୁସିର ପରିବେଶ ରହିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଅଟକି ରହିଥିବା କାର୍ଯ୍ୟ […]

astro-ok-new

astro-ok-new

Jyoshna Pradhan
  • Published: Monday, 02 December 2019
  • Updated: 02 December 2019, 07:20 AM IST

Sports

Latest News

ମେଷ: ଦିନଟି ଭଲରେ କଟିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି।

ବୃଷ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ବନ୍ଧୁଙ୍କଠାରୁ ଖୁସି ଖବର ଶୁଣି ପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ।

ମିଥୁନ: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ବିଦେଶକୁ ଯିବାକୁ ଯୋଜନା କରିପାରନ୍ତି। ସ୍ୱାସ୍ଥ୍ୟ ଭଲ ରହିବ।

କର୍କଟ:  ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ୱାଦିଷ୍ଟ ଖାଦ୍ୟ ଖାଇବେ। ଆଧ୍ୟାତ୍ମିକ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି।

ସିଂହ: ପରିବାରରେ ହସଖୁସିର ପରିବେଶ ରହିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ।

କନ୍ୟା: ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଖର୍ଚ୍ଚ ବଢ଼ିବ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

ତୁଳା: ଶରୀର ଫୂର୍ତ୍ତି ରହିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ମାଲି ମକଦ୍ଦମାରେ ବିଜୟୀ ହେବେ।

ବିଚ୍ଛା: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ଭାଗ୍ୟ ବୃଦ୍ଧି ହେବ। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ।

ଧନୁ: ଅଧିକ ପରିଶ୍ରମ କରିପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଅପରାହ୍ଣ ପରେ କୌଣିସି କଥାକୁ ନେଇ ଚିନ୍ତିତ ରହିପାରନ୍ତି।

ମକର: ପଦୋନ୍ନତିର ଯୋଗ ରହିଛି। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।

କୁମ୍ଭ:  କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ନୂତନ ପୋଷାକ କିଣିପାରନ୍ତି।

ମୀନ:  ଧନପ୍ରାପ୍ତି ଯୋଗ ରହିଛି। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ମାନ-ସମ୍ମାନ ମିଳିବ। ଋଣ ଦିଅନ୍ତୁ ନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story