ମେଷ:ଘରକୁ ଅତିଥି ଆସିପାରନ୍ତି। ଚାକିରିକୁ ନେଇ ଚିନ୍ତିତ ରହିପାରନ୍ତି। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି।
ବୃଷ: ଦିନଟି ଭଲରେ କଟିବ। ପୁରୁଣା ବନ୍ଧୁଙ୍କ ସହିତ ସାକ୍ଷାତ ହୋଇପାରେ। ଅପରାହ୍ଣ ପରେ ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ରେ।
ମିଥୁନ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।
କର୍କଟ:ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ।
ସିଂହ: ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ମାଲିମକଦ୍ଦମାରେ ବିଜୟୀ ହେବେ। ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି।
କନ୍ୟା: ପରିବାରରେ ହସଖୁସିର ପରିବେଶ ରହିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ।
ତୁଳା: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆଧ୍ୟାତ୍ମିକ ସ୍ଥାନକୁ ଯାଇପାରନ୍ତି। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।
ବିଚ୍ଛା: ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।
ଧନୁ: ମନ ଖୁସି ରହିବ। ଆତ୍ମବିଶ୍ୱାସ ବଢ଼ିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।
ମକର: କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଖର୍ଚ୍ଚ ବଢ଼ିବ।
କୁମ୍ଭ: ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ପଦୋନ୍ନତିର ଯୋଗ ରହିଛି। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।
ମୀନ: ଜୀବନସାଥୀଙ୍କ ସହଯୋଗ ମିଳିବ। ବିବାହ ସ୍ଥିର ହୋଇପାରେ। ଆର୍ଥିକ ସ୍ଥିତି ଭଲ ରହିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।