୪ ଡିସେମ୍ୱର,ବୁଧବାର: କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ

ମେଷ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ବୃଷ: ପରିବାରରେ ହସଖୁସିର ପରିବେଶ ରହିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ନୂତନ ପୋଷାକ କିଣିପାରନ୍ତି। ମିଥୁନ: ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। କର୍କଟ: ଦିନଟି ଭଲରେ କଟିବ। ଅପରାହ୍ଣ ପରେ ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ସିଂହ: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। […]

astro-ok-new-1

astro-ok-new-1

Jyoshna Pradhan
  • Published: Wednesday, 04 December 2019
  • Updated: 04 December 2019, 07:17 AM IST

Sports

Latest News

ମେଷ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

ବୃଷ: ପରିବାରରେ ହସଖୁସିର ପରିବେଶ ରହିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ନୂତନ ପୋଷାକ କିଣିପାରନ୍ତି।

ମିଥୁନ: ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି।

କର୍କଟ: ଦିନଟି ଭଲରେ କଟିବ। ଅପରାହ୍ଣ ପରେ ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ।

ସିଂହ: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ। ମାନ-ସମ୍ମାନ ମିଳିବ।

କନ୍ୟା: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଧାର୍ମିକ କାର୍ଯ୍ୟରେ ଖର୍ଚ୍ଚାନ୍ତ ହୋଇପାରନ୍ତି।

ତୁଳା: ବନ୍ଧୁଙ୍କ ସହ ଧାର୍ମିକ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ।

ବିଚ୍ଛା: ଅଳସୁଆ ଅନୁଭବ କରିବେ। ଜୀବନସାଥୀଙ୍କ ସହଯୋଗ ମିଳିବ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ।

ଧନୁ: କୌଣସି କଥାକୁ ନେଇ ପରିବାର ସଦସ୍ୟଙ୍କ ଝଗଡ଼ା ହୋଇପାରେ। ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ବିବାହ ସ୍ଥିର ହୋଇପାରେ।

ମକର: ଧାର୍ମିକ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ସାହିତ୍ୟ ଓ କଳା ପ୍ରତି ରୁଚି ବଢ଼ିବ।

କୁମ୍ଭ: ଆତ୍ମବିଶ୍ୱାସ ବଢ଼ିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ଛାତ୍ରଛାତ୍ରୀମାନଙ୍କୁ ପାଠପଢ଼ାରେ ସଫଳତା ମିଳିବ।

ମୀନ: କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ବ୍ରାହ୍ମଣଙ୍କୁ ବସ୍ତ୍ର ଦାନ କରନ୍ତୁ। ପଡୋଶୀଙ୍କ ସହ ଝଗଡ଼ା ହୋଇପାରେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos