୧ ଏପ୍ରିଲ, ସୋମବାର: ବହୁ ଦିନର ଆଶା ପୂରଣ ହେବ

ଆଜି ୨୦୨୪ ମସିହା ଅପ୍ରେଲ ତା ୧ ରିଖ ସୋମବାର ମୀନ ୧୯ ଦିନ ଚୈତ୍ର ମାସ କୃଷ୍ଣ ପକ୍ଷ ସପ୍ତମୀ ତିଥି ମୂଳା ନକ୍ଷତ୍ର ଧନୁ ଚନ୍ଦ୍ର

Rashi

Representational Image

Jitendra Garnayak
  • Published: Monday, 01 April 2024
  • Updated: 01 April 2024, 07:43 AM IST

Sports

Latest News

ମେଷ: ସାଧାରଣ କଥାକୁ ବଡ଼ କରି ନିକଟସ୍ଥ କେହି ଜଣେ ବ୍ୟକ୍ତି କଳହ ସୃଷ୍ଟି କରିପାରନ୍ତି। ଦାମ୍ପତ୍ୟ ଜୀବନରେ ମନାନ୍ତର, ମତାନ୍ତର ଦେଖା ଦେଇପାରେ। ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ।

ବୃଷ: ଆପଣଙ୍କ କଥାବାର୍ତ୍ତା ଓ ବ୍ୟବହାର ଅନ୍ୟମାନଙ୍କୁ ଆକୃଷ୍ଟ କରିବ। ସରକାରୀ ସ୍ତରରୁ ଆଶା କରୁଥିବା ଖବର ଶୁଣି ଖୁସି ହେବେ।
କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହାୟତାରେ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବେ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।

ମିଥୁନ: ବିରୋଧୀମାନେ ସମାଲୋଚନା କରିବେ। ଘରେ ବନ୍ଧୁମିଳନ ଓ ନୂତନ ଅତିଥିଙ୍କ ଆଗମନ ଯୋଗୁ ଦିନଟି ଖୁସିରେ କଟିବ। ଜମିଜମା ସମସ୍ୟା ଦୂର ହୋଇଯିବ।

କର୍କଟ: ପରିବାରରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ଜମିଜମାକୁ କେନ୍ଦ୍ର କରି ମଧ୍ୟ ପରିବାରରେ କଳହ ଦେଖାଦେଇପାରେ।
ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ନୂତନ କର୍ମନିଯୁକ୍ତି ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହେବ।

Also Read

ସିଂହ: ସହକର୍ମୀଙ୍କ ସାହାଯ୍ୟ ଓ ସମର୍ଥନ ଲାଭ କରିବେ। ଆକସ୍ମିକ ବ୍ୟୟ ପରିମାଣ ବୃଦ୍ଧି ପାଇବ। ଆପଣ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍ ବୁଝିବେ। ଚିନ୍ତିତ ରହିପାରନ୍ତି।

କନ୍ୟା: ବନ୍ଧୁଙ୍କ ସହ ମନାନ୍ତର କାରଣରୁ ମନ ଭାରାକ୍ରାନ୍ତ ରହିବ। କୌଣସି କାମରେ ମନ ଲାଗିବ ନାହିଁ। ବ୍ୟବସାୟ କ୍ଷେତ୍ରରେ ଥିବା ଲୋକଙ୍କ ପାଇଁ ଦିନଟି ଭଲ ରହିଛି। ବହୁ ଦିନର ଆଶା ପୂରଣ ହେବ।

ତୁଳା: ବନ୍ଧୁ ଓ ପରିବାର ଲୋକଙ୍କ ସମର୍ଥନରେ ଅସମାପ୍ତ କାର୍ଯ୍ୟକୁ ଆଜି ସମାପ୍ତ କରିବାକୁ ପ୍ରୟାସ କରିବେ। ବିଳାସବ୍ୟସନ ଦ୍ରବ୍ୟ କ୍ରୟ କରିବେ।
ଆୟ ବୃଦ୍ଧି ପାଇବ। ବିଦ୍ୟାର୍ଥୀମାନେ ପଢ଼ାପଢ଼ିରେ ମନ ଦେବେ। 

ବିଛା: ବ୍ୟବସାୟ କ୍ଷେତ୍ରରେ ଥିବା ଲୋକଙ୍କ ପାଇଁ ଦିନଟି ଭଲ ରହିଛି। ଆୟ ବୃଦ୍ଧି ପାଇବା ଫଳରେ ମନ ପ୍ରଫୁଲ୍ଲିତ ରହିବ। ମାଲି ମୋକଦ୍ଦମାରେ ସଫଳତା ପାଇବେ। ନୂତନ ସମ୍ପର୍କ ସ୍ଥାପନ କ୍ଷେତ୍ରରେ କିଛିଟା ସାମୟିକ ସମସ୍ୟା ଦେଖାଦେଇପାରେ। 

ଧନୁ: ବନ୍ଧୁଙ୍କ ସହ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ବକେୟା ଅର୍ଥ ଲାଭ ହେବ। ସ୍ୱାସ୍ଥ୍ୟ ଭଲ ରହିବ। ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି।

ମକର: ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବ। ଯେକୌଣସି କାମ କରିବେ ସେଥିରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ପ୍ରଶଂସିତ ହେବେ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ଖୁସିରେ ଦିନଟି କଟିବ। 

କୁମ୍ଭ: ଅର୍ଥ, ମାନସମ୍ମାନ ଓ ପ୍ରତିଷ୍ଠା ମିଳିବ। ବିଳାସବ୍ୟସନରେ ଦିନଟି କାଟିବେ। ବହୁ ଦିନର ବକେୟା ପ୍ରାପ୍ୟ ହସ୍ତଗତ ହେବ। ମହିଳାମାନେ ଘରେ ବାହାରେ ସବୁଠି ପ୍ରଶଂସିତ ହେବେ।

ମୀନ: ମନ ଖୁସି ରହିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଭିତରେ ଦିନଟି କଟିବ। କର୍ମକ୍ଷେତ୍ରରେ ପଦୋନ୍ନତି ମିଳିବାର ଯଥେଷ୍ଟ ସମ୍ଭାବନା ରହିଛି। ସାହିତ୍ୟ, ସଙ୍ଗୀତ ଓ ରାଜନୀତି କ୍ଷେତ୍ରରେ ପ୍ରତିନ୍ଦ୍ୱନ୍ଦ୍ୱୀମାନଙ୍କୁ ପରାସ୍ତ କରିବେ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story