୭ ଡିସେମ୍ବର, ସୋମବାର; ମିତ୍ରମାନେ ଶତ୍ରୁ ଭଳି ଆଚରଣ କରିବେ

ମେଷ: ଯେଉଁ କାର୍ଯ୍ୟରେ ହାତ ଦେବେ ସେଥିରେ ବିଫଳ ହେବେ। ପରିଶ୍ରମ ତୁଳନାରେ ପାରିଶ୍ରମିକ କମ୍ ପାଇବେ। ମିତ୍ରମାନେ ଶତ୍ରୁଭଳି ଆଚରଣ କରିବେ। ବୃଷ: କୌଣସି ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି। ପରିବାରରେ ସନ୍ତାନମାନେ ଶୃଙ୍ଖଳିତ ତଥା ଆଜ୍ଞାଧୀନ ହେବେ। ବ୍ୟବସାୟ କରୁଥିବା ଲୋକଙ୍କ ଆୟ ବୃଦ୍ଧି ହେବ। ମିଥୁନ: ପାରିବାରିକ ଓ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବହୁ ଦିନର ଆଶା ପୂରଣ ହେବ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିବେ। କର୍କଟ: ପାରିବାରିକ […]

RASI

RASI

Tapaswini Nayak
  • Published: Monday, 07 December 2020
  • Updated: 07 December 2020, 08:18 AM IST

Sports

Latest News

ମେଷ: ଯେଉଁ କାର୍ଯ୍ୟରେ ହାତ ଦେବେ ସେଥିରେ ବିଫଳ ହେବେ। ପରିଶ୍ରମ ତୁଳନାରେ ପାରିଶ୍ରମିକ କମ୍ ପାଇବେ। ମିତ୍ରମାନେ ଶତ୍ରୁଭଳି ଆଚରଣ କରିବେ।

ବୃଷ: କୌଣସି ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି। ପରିବାରରେ ସନ୍ତାନମାନେ ଶୃଙ୍ଖଳିତ ତଥା ଆଜ୍ଞାଧୀନ ହେବେ।
ବ୍ୟବସାୟ କରୁଥିବା ଲୋକଙ୍କ ଆୟ ବୃଦ୍ଧି ହେବ।

ମିଥୁନ: ପାରିବାରିକ ଓ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବହୁ ଦିନର ଆଶା ପୂରଣ ହେବ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିବେ।

କର୍କଟ: ପାରିବାରିକ ଦ୍ୱନ୍ଦ୍ୱ ଓ ଶାରୀରିକ ଅସୁସ୍ଥତାକୁ ନେଇ ଚିନ୍ତିତ ରହିବେ। ଗୁପ୍ତଶତ୍ରୁମାନେ ଚକ୍ରାନ୍ତ କରି ବିପଦରେ ପକାଇ ଦେଇପାରନ୍ତି। ବ୍ୟବସାୟରେ ବାଧାବିଘ୍ନ ସୃଷ୍ଟି ହେବ।

ସିଂହ: ଶରୀର ସୁସ୍ଥ ଓ ମନ ପ୍ରଫୁଲ୍ଲ ରହିବ। ଉତ୍ତମ ଭୋଜନ ପ୍ରାପ୍ତି ହେବ। ପ୍ରତ୍ୟେକଟି କାର୍ଯ୍ୟରେ ସଫଳତା ଲାଭ କରିବେ। କୌଣସି ନୂତନ ସ୍ଥାନକୁ ଯାତ୍ରା କରିବାର ଯୋଗ ରହିଛି।

କନ୍ୟା: ପ୍ରତ୍ୟେକଟି କ୍ଷେତ୍ରରେ ଯୋଗ୍ୟ ବିବେଚିତ ହେବେ। ମହିଳାମାନେ ଆନନ୍ଦ ଉଲ୍ଲାସରେ ଦିନ କଟାଇବେ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ।

ତୁଳା: ନିଜ ମନ ପସନ୍ଦର କାମ କରିବାକୁ ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ମାନସମ୍ମାନ ପ୍ରାପ୍ତି ହେବ। ବସ୍ତ୍ର ଓ ଅଳଙ୍କାର ଜାତୀୟ ବ୍ୟବସାୟରେ ଲାଭବାନ ହେବେ।

ବିଛା: ମହିଳାମାନେ ଘର କାର୍ଯ୍ୟରେ ମନ ଦେବେ। ସପରିବାରେ କୌଣସି ଦର୍ଶନୀୟ ସ୍ଥାନ ଭ୍ରମଣରେ ଯାଇପାରନ୍ତି। ଗବେଷଣାରତ ଛାତ୍ରଛାତ୍ରୀମାନେ ସଫଳତା ପାଇବେ।

ଧନୁ: ଆଳସ୍ୟ ଓ ଅବହେଳା ଯୋଗୁଁ ସୁଯୋଗ ହାତଛଡ଼ା ହୋଇଯିବ। ସାମାନ୍ୟ କଥାକୁ ନେଇ ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖାଦେବ। କର୍ମକ୍ଷେତ୍ରରେ କାର୍ଯ୍ୟଭାର ବୃଦ୍ଧି ହେତୁ କ୍ଳାନ୍ତି ଅନୁଭବ କରିବେ।

ମକର: ବକେୟା ଅର୍ଥକୁ ନେଇ ଯୁକ୍ତତର୍କ ତଥା ମତଭେଦ ଦେଖା ଦେଇପାରେ। ଶରୀରର କୌଣସି ଅଙ୍ଗରେ ଆଘାତ ଲାଗିବାର ସମ୍ଭାବନା ରହିଛି। ବ୍ୟବସାୟରେ ଆଶାନୁରୂପ ଲାଭ ମିଳିବ ନାହିଁ।

କୁମ୍ଭ: ନିଜ ଉପସ୍ଥିତ ବୁଦ୍ଧି ବଳରେ ସମସ୍ୟାର ସରଳ ସମାଧାନ କରିବେ। ମହିଳାମାନେ ଜନକଲ୍ୟାଣ ମୂଳକ କାର୍ଯ୍ୟରେ ଯୋଗ ଦେଇ ପ୍ରଶଂସିତ ହେବେ। କୌଣସି ଅନୁଷ୍ଠାନ ତରଫରୁ ସମ୍ମାନିତ ହେବାର ସମ୍ଭାବନା ରହିଛି।

ମୀନ: ରାଜନେତାମାନେ ଆଦରଣୀୟ ହେବେ। ଗୁପ୍ତ ଶତ୍ରୁମାନେ ପରାଜିତ ହେବେ, ଫଳରେ ମନରେ ଶାନ୍ତି ଦେଖାଦେବ। ନିର୍ମାଣାଧୀନ କାର୍ଯ୍ୟକୁ ଶେଷ ପର୍ଯ୍ୟାୟରେ ପହଞ୍ଚାଇବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story