ଜୁଲାଇ ୧୭, ଶୁକ୍ରବାର: ଜଳାଶୟଠାରୁ ଦୂରେଇ ରୁହନ୍ତୁ

ମେଷ: ନୂତନ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ପରିବାରରେ ହସ ଓ ଖୁସିର ପରିବେଶ ରହିବ। ବୃଷ: ଦୀର୍ଘଦିନର ଆଶା ପୂରଣ ହେବ। ଖୁସି ଖବର ଶୁଣି ପାରନ୍ତି। ଖାଦ୍ୟପେୟର ଯତ୍ନ ନିଅନ୍ତୁ। ମିଥୁନ: ମାନ-ସମ୍ମାନ ମିଳିବ। ନିଜ ମନ ମୁତବାକ କାର୍ଯ୍ୟ କରିବାକୁ  ସୁଯୋଗ ପାଇବେ। ଭଗବାନ ଗଣେଶଙ୍କୁ ପୂଜା କରନ୍ତୁ। କର୍କଟ: ପ୍ରତ୍ୟେକଟି କାର୍ଯ୍ୟରେ ବାଧାବିଘ୍ନ ଦେଖାଦେବ। ଅସହାୟଙ୍କୁ ସାହାଯ୍ୟ କରନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ସିଂହ: […]

Daily Horoscope

Daily Horoscope

Jyoshna Pradhan
  • Published: Friday, 17 July 2020
  • Updated: 17 July 2020, 02:47 PM IST

Sports

Latest News

ମେଷ: ନୂତନ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ପରିବାରରେ ହସ ଓ ଖୁସିର ପରିବେଶ ରହିବ।

ବୃଷ: ଦୀର୍ଘଦିନର ଆଶା ପୂରଣ ହେବ। ଖୁସି ଖବର ଶୁଣି ପାରନ୍ତି। ଖାଦ୍ୟପେୟର ଯତ୍ନ ନିଅନ୍ତୁ।

ମିଥୁନ: ମାନ-ସମ୍ମାନ ମିଳିବ। ନିଜ ମନ ମୁତବାକ କାର୍ଯ୍ୟ କରିବାକୁ  ସୁଯୋଗ ପାଇବେ। ଭଗବାନ ଗଣେଶଙ୍କୁ ପୂଜା କରନ୍ତୁ।

କର୍କଟ: ପ୍ରତ୍ୟେକଟି କାର୍ଯ୍ୟରେ ବାଧାବିଘ୍ନ ଦେଖାଦେବ। ଅସହାୟଙ୍କୁ ସାହାଯ୍ୟ କରନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

ସିଂହ: ଶରୀର ସୁସ୍ଥ ରହିବ। କୌଣସି ନୂତନ  କାର୍ଯ୍ୟ ଆରମ୍ଭ କରି ସେଥିରେ ସଫଳତା ପାଇବେ। ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା: କୌଣସି ସାଂଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ ।

ତୁଳା: ବନ୍ଧୁଙ୍କ ସହ ସାକ୍ଷାତ ହେବ। ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ଅପରାହ୍ନ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି।

ବିଛା: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ବ୍ୟସ୍ତତା ଭିତରେ ଦିନଟି କଟିବ।

ଧନୁ: ନୂତନ ପୋଷାକ କିଣି ପାରନ୍ତି। ଅଳସୁଆ ଅନୁଭବ କରିବେ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

ମକର: ଜନ  କଲ୍ୟାଣ ମୂଳକ କାମ କରି ପ୍ରଂଶସିତ ହେବେ। ଦ୍ୱନ୍ଦ୍ୱ ଭିତରେ ରହିବେ। ଜଳାଶୟଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ: ନିଜ ମନ ମୁତାବକ କାର୍ଯ୍ୟ କରି ଆନନ୍ଦ ଲାଭ କରିବେ। କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ବିଶ୍ୱାସ ଭାଜନ ହେବେ। ଜଗି ରଖି ଚଳନ୍ତୁ ନଚେତ ବିପଦର ସମ୍ମୁଖୀନ ହୋଇପାରନ୍ତି

ମୀନ: ଆତ୍ମ ବିଶ୍ୱାସ ବଢ଼ିବ। ମିଠା କଥା କହି ଲୋକଙ୍କ ମନ ଜିତିବେ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos