୩ ଜୁନ, ଶୁକ୍ରବାର: କର୍ମକ୍ଷେତ୍ରରେ ପରିବର୍ତ୍ତନ ଆସିବ

ମେଷ: ଆଜି ମାନସିକ ଅଶାନ୍ତି ଓ ପାରିବାରିକ ସମସ୍ୟା ଆପଣଙ୍କୁ ବିଚଳିତ କରାଇବ। ଯେଉଁ କାମରେ ହାତ ଦେଲେ ମଧ୍ୟ ସଫଳତା ବିଳମ୍ବରେ ମିଳିବ। କୌଣସି ପୂର୍ବ ସମସ୍ୟାକୁ କେନ୍ଦ୍ରକରି  ବନ୍ଧୁଙ୍କ ସହ କଳି ଲାଗିପାରେ। ବୃଷ: ଆଜି ଆପଣ ନିକଟ ସମ୍ପର୍କୀୟମାନଙ୍କ ସାହାଯ୍ୟ ଓ ସହଯୋଗ ପାଇ କାମ ଗୁଡିକ ସହଜରେ ସମ୍ପନ୍ନ କରିପାରିବେ। କଳା, ସାହିତ୍ୟ, ସଙ୍ଗୀତ, କ୍ଷେତ୍ରରେ ସଫଳତା ପାଇବେ। ମାଲିମକଦ୍ଦମାର ନ୍ୟାୟ ଆପଣଙ୍କ ସପକ୍ଷରେ ମିଳିବ। ମିଥୁନ: ଅନ୍ୟର ସାହାଯ୍ୟ ଆଜି […]

RASI

RASI

Tapaswini Nayak
  • Published: Friday, 03 June 2022
  • Updated: 03 June 2022, 07:52 AM IST

Sports

Latest News

ମେଷ: ଆଜି ମାନସିକ ଅଶାନ୍ତି ଓ ପାରିବାରିକ ସମସ୍ୟା ଆପଣଙ୍କୁ ବିଚଳିତ କରାଇବ। ଯେଉଁ କାମରେ ହାତ ଦେଲେ ମଧ୍ୟ ସଫଳତା ବିଳମ୍ବରେ ମିଳିବ। କୌଣସି ପୂର୍ବ ସମସ୍ୟାକୁ କେନ୍ଦ୍ରକରି  ବନ୍ଧୁଙ୍କ ସହ କଳି ଲାଗିପାରେ।

ବୃଷ: ଆଜି ଆପଣ ନିକଟ ସମ୍ପର୍କୀୟମାନଙ୍କ ସାହାଯ୍ୟ ଓ ସହଯୋଗ ପାଇ କାମ ଗୁଡିକ ସହଜରେ ସମ୍ପନ୍ନ କରିପାରିବେ। କଳା, ସାହିତ୍ୟ, ସଙ୍ଗୀତ, କ୍ଷେତ୍ରରେ ସଫଳତା ପାଇବେ। ମାଲିମକଦ୍ଦମାର ନ୍ୟାୟ ଆପଣଙ୍କ ସପକ୍ଷରେ ମିଳିବ।

ମିଥୁନ: ଅନ୍ୟର ସାହାଯ୍ୟ ଆଜି ଆପଣଙ୍କୁ କର୍ମମୁଖର କରାଇବା ସହ ଆର୍ଥିକ ଉନ୍ନତି ଦିଗରେ ସହାୟକ ହେବ। ବକେୟା ଅର୍ଥ ଲାଭ କରିବେ। ଶିଳ୍ପ, ଶିକ୍ଷା ବାଣିଜ୍ୟ ଓ ବ୍ୟବସାୟ କ୍ଷେତ୍ରରେ ଉନ୍ନତି କରିବେ।

କର୍କଟ: ମନ ଚାହୁଁଥିବା ପ୍ରକାରେ କାମ କରିବା କଷ୍ଟକର ହୋଇପାରେ। ବକେୟା ଟଙ୍କା ପାଇବା ସକାଶେ ଯୁକ୍ତିତର୍କ ହୋଇପାରେ।  ଶିଳ୍ପ, ବାଣିଜ୍ୟ, ପରିବହନ କ୍ଷେତ୍ରରେ ଲାଭବାନ ହେବେ, ଶାରୀରିକ ଓ ମାନସିକ ଶାନ୍ତି ମିଳିବ।

ସିଂହ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଗବେଷଣା,ଅଧ୍ୟୟନ ଓ ଅଧ୍ୟାପନା, ପ୍ରତିଯୋଗୀତା କ୍ଷେତ୍ରରେ ଉନ୍ନତି କରିବେ। ପରିବହନ, ର୍ନିମାଣ, ବାଣିଜ୍ୟ ବ୍ୟବସାୟ ସକାଶେ କୈାଣସି ପ୍ରତିବନ୍ଧକ ରହିବ ନାହିଁ।

କନ୍ୟା: ଆଜି ବନ୍ଧୁମାନଙ୍କ ସାହାଯ୍ୟ,ସହଯୋଗ ମାଧ୍ୟମରେ କାର୍ଯ୍ୟହାସଲ କରିବେ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ବିରୋଧୀ ମାନେ ପରାଜୟ ହେବେ।

ତୁଳା: କଥା ବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ ବିପଦର ସମ୍ମୁଖୀନ ହୋଇ ପାରନ୍ତି। ଏକୁଟିଆ ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ ।

ବିଚ୍ଛା: ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ଅଟକିଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। ପାରିବାରିକ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ।

ଧନୁ: ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ। ର୍ନିମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ସୁନାମ ଅର୍ଜନ କରିବେ।

ମକର: ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। ବନ୍ଧୁ ମିତ୍ରଙ୍କର ସହଯୋଗ ପାଇ ପରିବାରରେ ଖୁସିର ବାତାବରଣ ସ୍ଥାୟୀ ରହିବ।

କୁମ୍ଭ: କର୍ମକ୍ଷେତ୍ରରେ ପରିବର୍ତ୍ତନ ଆସିବ। ଆୟ ଅପେକ୍ଷା ବ୍ୟୟ ହୋଇପାରେ। ଏକୁଟିଆ ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ ।

ମୀନ: ଘରକୁ ଅତିଥି ଆସିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story