Advertisment

କେଉଁଠି ରହିବା ଉଚିତ ଘରର ପାଣି ଟାଙ୍କି

ଘର କରିବା ବେଳେ ପ୍ରାୟତଃ ସମସ୍ତେ ପାଣି ଟାଙ୍କି ଛାତ ଉପରେ ବନାଇଥା’ନ୍ତି। ହେଲେ ଅନେକ ଏହାକୁ ନିର୍ମାଣ କରିବା ବେଳେ  ବାସ୍ତୁକୁ ଧ୍ୟାନ ଦେଇ ନଥା’ନ୍ତି। ତା’ହେଲେ ଆସନ୍ତୁ ଜାଣିବା ଘରର କେଉଁ ଦିଗରେ ପାଣି ଟାଙ୍କି ରହିବା ଉଚିତ ଓ କେଉଁଠି ରହିବା ଉଚିତ ନୁହେଁ। ୧. ଘରର ପାଣି ଟାଙ୍କି ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମ ଦିଗରେ ନିର୍ମାଣ କରନ୍ତୁ। ଏହାଦ୍ୱାରା ଘରର ସୁଖ ସମୃଦ୍ଧି ବଢ଼ିଥାଏ। ୨. ସେହିପରି ଘରର ପାଣି ଟାଙ୍କି […]

ଅଦ୍ୟତନ ହୋଇଛି
କେଉଁଠି ରହିବା ଉଚିତ ଘରର ପାଣି ଟାଙ୍କି

watertank

Advertisment

ର କରିବା ବେଳେ ପ୍ରାୟତଃ ସମସ୍ତେ ପାଣି ଟାଙ୍କି ଛାତ ଉପରେ ବନାଇଥା’ନ୍ତି। ହେଲେ ଅନେକ ଏହାକୁ ନିର୍ମାଣ କରିବା ବେଳେ  ବାସ୍ତୁକୁ ଧ୍ୟାନ ଦେଇ ନଥା’ନ୍ତି। ତା’ହେଲେ ଆସନ୍ତୁ ଜାଣିବା ଘରର କେଉଁ ଦିଗରେ ପାଣି ଟାଙ୍କି ରହିବା ଉଚିତ ଓ କେଉଁଠି ରହିବା ଉଚିତ ନୁହେଁ।

Advertisment

୧. ଘରର ପାଣି ଟାଙ୍କି ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମ ଦିଗରେ ନିର୍ମାଣ କରନ୍ତୁ। ଏହାଦ୍ୱାରା ଘରର ସୁଖ ସମୃଦ୍ଧି ବଢ଼ିଥାଏ।

୨. ସେହିପରି ଘରର ପାଣି ଟାଙ୍କି ପଶ୍ଚିମ ଦିଗରେ ମଧ୍ୟ ନିର୍ମାଣ କରିପାରିବେ। ଏହାଦ୍ୱାରା ଶୁଭଫଳ ମିଳିଥାଏ। କାରଣ ପଶ୍ଚିମ ଦିଗ ବରୁଣ ଦେବତା ରହିଥା’ନ୍ତି । ବରୁଣ ଦେବତା ଜଳର ଦେବତା ଅଟନ୍ତି।

Advertisment

୩. ଘରର ଦକ୍ଷିଣ-ପୂର୍ବ ଦିଗରେ ପାଣି ଟାଙ୍କି ଦିଗରେ କରିବା ଉଚିତ ନୁହେଁ। ଏହାଦ୍ୱାରା ଧନହାନୀ ହୋଇଥାଏ। ଏହା ସହ ଦୁର୍ଘଟଣା ଘଟିଥାଏ।

୪. ଉତ୍ତର-ପଶ୍ଚିମ ଦିଗରେ ପାଣି ଟାଙ୍କି ନିର୍ମାଣ କରିବା ଉଚିତ ନୁହେଁ। ଯଦି ଏହି ଦିଗରେ ପାଣି ଟାଙ୍କି ନିର୍ମାଣ କରୁଛନ୍ତି, ତା’ହେଲେ ଟାଙ୍କିର ଆକାର ଛୋଟ କରନ୍ତୁ। ପାଣି ଟାଙ୍କିରେ ପ୍ଲାଷ୍ଟିକ ଢାଙ୍କୁଣୀ ଲଗାନ୍ତୁ ନାହିଁ ।

ପଢ଼ନ୍ତୁ ଘରକରଣା ଓ ଜୀବନଶୈଳୀ ସମ୍ବନ୍ଧୀୟ ରୋଚକ ତଥ୍ୟ 

Lifestyle News In Odia
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe