୧୦ ମେ’, ମଙ୍ଗଳବାର: ବକେୟା ଦରମା ହସ୍ତଗତ ହେବ

ମେଷ: ଆଜି ସ୍ୱାସ୍ଥ୍ୟ ଭଲ ରହିବ । ପାରିବାରିକ ମନୋମାଳିନ୍ୟ କାରଣରୁ ସାମାନ୍ୟ ଚିନ୍ତିତ ରହିବେ। ଅର୍ଥଲାଭର ସୁଯୋଗ ଅଛି, କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ । ବ୍ୟବସାୟରେ ପୂର୍ବ ଅପେକ୍ଷା ଆୟ ବୃଦ୍ଧି ଘଟିବ । ଛାତ୍ରଛାତ୍ରୀ ପଢାପଢିରେ ଆଶାନୁରୂପ ସଫଳତା ହାସଲ କରିବେ   । ବୃଷ: ଆଜି ଆକସ୍ମିକ ଧନ ଲାଭର ଯୋଗ ରହିଛି । ସ୍ୱାସ୍ଥ୍ୟ ଭଲ ରହିବ ।  ପରିବାର କାରଣରୁ ସାମାନ୍ୟ ଚିନ୍ତିତ ରହିବେ । କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ […]

RASI

RASI

Niharika Rout
  • Published: Tuesday, 10 May 2022
  • Updated: 10 May 2022, 07:58 AM IST

Sports

Latest News

ମେଷ: ଆଜି ସ୍ୱାସ୍ଥ୍ୟ ଭଲ ରହିବ । ପାରିବାରିକ ମନୋମାଳିନ୍ୟ କାରଣରୁ ସାମାନ୍ୟ ଚିନ୍ତିତ ରହିବେ। ଅର୍ଥଲାଭର ସୁଯୋଗ ଅଛି, କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ । ବ୍ୟବସାୟରେ ପୂର୍ବ ଅପେକ୍ଷା ଆୟ ବୃଦ୍ଧି ଘଟିବ । ଛାତ୍ରଛାତ୍ରୀ ପଢାପଢିରେ ଆଶାନୁରୂପ ସଫଳତା ହାସଲ କରିବେ   ।

ବୃଷ: ଆଜି ଆକସ୍ମିକ ଧନ ଲାଭର ଯୋଗ ରହିଛି । ସ୍ୱାସ୍ଥ୍ୟ ଭଲ ରହିବ ।  ପରିବାର କାରଣରୁ ସାମାନ୍ୟ ଚିନ୍ତିତ ରହିବେ । କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ ମିଳିବ । ବ୍ୟବସାୟ ବାଣିଜ୍ୟରେ ଲାଭବାନ ହେବେ । ଛାତ୍ରଛାତ୍ରୀ ପଢାପଢିରେ ଶୁଭଫଳ ଲାଭ କରିବେ ।

ମିଥୁନ: ଆଜି ଆପଣ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ । ପାରିବାରିକ ସମସ୍ୟା ଦେଖାଦେଇପାରେ ।  ଯାହା ଫଳରେ ସାମାନ୍ୟ ଚିନ୍ତିତ ରହିବେ । ଅପେକ୍ଷା କରିଥିବା ଶୁଭ ଖବର ଶୁଣି ଖୁସି ହେବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ । ଉପରିସ୍ଥ ଅଧିକାରୀମାନଙ୍କ ସହିତ ମତଭେଦ ହୋଇପାରେ। ଛାତ୍ରଛାତ୍ରୀ ପଢାପଢିରେ ମନୋନିବେଶ କରିବେ ।

କର୍କଟ: ପାରିବାରିକ ଓ ଗୃହସ୍ଥ ଜୀବନ ସୁଖମୟ ହେବ । ବିଭିନ୍ନ ଦିଗରୁ ଆୟ ବୃଦ୍ଧି ଘଟିବ । ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ । ନିଜର ଲୋକ କେହି ଜଣେ ଶତୃତା କରିପାରେ । ଜଗି ରଖି ଚଳନ୍ତୁ । ସାମାନ୍ୟ ଜ୍ୱରପୀଡାର ଆଶଙ୍କା ଏଡାଇ ଦିଆଯାଇ ନ ପାରେ ।

ସିଂହ: ଆଜି ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ବିଭିନ୍ନ ସୂତ୍ରରୁ  ଅର୍ଥଲାଭର ଯୋଗ ରହିଛି। ବ୍ୟବସାୟକୁ ଆଗକୁ ବଢାଇବା ପାଇଁ କୌଣସି ନୂତନ ପଦକ୍ଷେପ ଗ୍ରହଣ କରିବେ। ବହୁ ଦିନର ଆଶା ଓ ଅଭିଳାଷ ପୂରଣ ହେବ। ଦୀର୍ଘଦିନରୁ ଅପେକ୍ଷା କରିଥିବା ଖବରଟି ଆଜି ପାଇ ସାମୟିକ ଖୁସି ହେବେ।

କନ୍ୟା: ମନ ପ୍ରଫୁଲ୍ଲିତ ରହିବ। ପରିବାରରେ ଭୁଲ୍ ବୁଝାମଣା ଅଶାନ୍ତି ଦେଖାଦେଇପାରେ। ବନ୍ଧୁଙ୍କ ସହ ବହୁତ ଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ। ଆଜି ନୂତନ କାର୍ଯ୍ୟ କରିବାକୁ ଅଗ୍ରସର ହେବେ। ଶତ୍ରୁମାନେ ପରାଜିତ ହେବେ।

ତୁଳା: ଆଜି ପୂର୍ବର ସମସ୍ୟା ସମାଧାନ ହୋଇଯିବ। ପାରିବାରିକ ଜୀବନ ସୁଖଶାନ୍ତିରେ କଟିବା  କୌଣସି ନୂତନ କାର୍ଯ୍ୟ କରିବାକୁ ଅଗ୍ରସର ହେବେ। କର୍ମକ୍ଷେତ୍ରରେ  ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ।

ବିଛା: ଆକସ୍ମିକ ଭାବରେ କୌଣସି ସମସ୍ୟା ହେତୁ ର୍ନିମାଣଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ଉପରିସ୍ଥଙ୍କ କର୍ମଚାରୀଙ୍କ ଆଦେଶାନୁସାରେ କାର୍ଯ୍ୟ କରିବା ପାଇଁ  ବାଧ୍ୟ ହେବେ।  ପିତା ମାତାଙ୍କ ଆର୍ଶ୍ରିବାଦ ଆପଣଙ୍କୁ ସହାୟ ହେବ।

ଧନୁ:  କର୍ମକ୍ଷେତ୍ରରେ କିମ୍ବା ସଭାସମିତିରେ  ପ୍ରଶଂସନୀୟ ହେବେ। ମନ ଭାରାକ୍ରାନ୍ତ ରହିବ। କୋର୍ଟ କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବା  ଆଜି ଯଗିରଖି ଚଳନ୍ତୁ କେହି ଜଣେ ବ୍ୟକ୍ତି ଅସୁବିଧାରେ ପକାଇପାରେ।

ମକର : ଆଜି ଆକସ୍ମିକ ଭାବେ ଧନ ଲାଭ କରିବେ । ଦେହ ମନ ସୁସ୍ଥ ରହିବ । କର୍ମକ୍ଷେତ୍ରର ସହକର୍ମୀଙ୍କ ସହଯୋଗରେ ସମସ୍ତ ଦିଗରେ ବିଜୟୀ ହେବେ।   ମହିଳାମାନେ ଆଜି ଜଗିରଖି ଚଳନ୍ତୁ, ଦାମ୍ପତ୍ୟ ଜୀବନରେ ମନାନ୍ତର, ମତାନ୍ତର ହେବାରୁ ମନ ଭାରାକ୍ରାନ୍ତ ରହିପାରେ । ବ୍ୟବସାୟରେ ମିଶ୍ରିତ ଫଳଭୋଗ ହେବ । ଛାତ୍ରଛାତ୍ରୀ ପଢାପଢିରେ ଆଶାନୁରୂପ ସଫଳତା ହାସଲ କରିବେ ।

କୁମ୍ଭ : ଶାରୀରିକ ମାନସିକ ପାରିବାରିକ ଅଭିବୃଦ୍ଧି ଘଟିବ । ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ଅସହଯୋଗ କାରଣରୁ ଚିନ୍ତିତ ରହିବେ। ଉପସ୍ଥିତ ବୁଦ୍ଧି ଓ ଉପରିସ୍ଥ ଅଧିକାରୀଙ୍କ ସହଯୋଗ କାରଣରୁ କାର୍ଯ୍ୟ ହାସଲ କରିବେ  । ଛାତ୍ରଛାତ୍ରୀ ପଢାପଢିରେ ମଧ୍ୟମ ଫଳ ଭୋଗ କରିବେ । ନିଜର ଲୋକ ବିରୁଦ୍ଧାଚରଣ କରିବେ, ସତର୍କ ରୁହନ୍ତୁ ।

ମୀନ: ଆଜି ଆକସ୍ମିକ ଭାବରେ ବକେୟା ଦରମା ହସ୍ତଗତ ହେବ । ପାରିବାରିକ ଭୁଲ ବୁଝାମଣା କାରଣରୁ ଚିନ୍ତିତ ରହିବେ । ଗୁପ୍ତ ଶତ୍ରୁଙ୍କ କାରଣରୁ କାର୍ଯ୍ୟରୁ ନିଲମ୍ବିତ ହେବ । ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ ।  ଆୟ ବୃଦ୍ଧି ଘଟିବ, ଛାତ୍ରଛାତ୍ରୀ ପଢାପଢିରେ ଆଶାନୁରୂପ ସଫଳତା ହାସଲ କରିବେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story