ମେ’ ୧୨, ରବିବାର: ଦୂରସ୍ଥାନକୁ ଯାତ୍ରା କରିପାରନ୍ତି

ମେଷ: ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ପିଲାମାନେ ପାଠପଢ଼ାରେ ଉନ୍ନତି କରିବେ। ବୃଷ: ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ମିଥୁନ: ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଜୀବନସାଥୀଙ୍କ ସହ ମତାନ୍ତର ହୋଇପାରେ। କର୍କଟ: ପରିବାରରେ ହସଖୁସିର ପରିବେଶ ରହିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ସିଂହ: […]

astro

astro

Jitendra Garnayak
  • Published: Sunday, 12 May 2019
  • Updated: 12 May 2019, 07:30 AM IST

Sports

Latest News

ମେଷ: ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ପିଲାମାନେ ପାଠପଢ଼ାରେ ଉନ୍ନତି କରିବେ।

ବୃଷ: ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି।

ମିଥୁନ: ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଜୀବନସାଥୀଙ୍କ ସହ ମତାନ୍ତର ହୋଇପାରେ।

କର୍କଟ: ପରିବାରରେ ହସଖୁସିର ପରିବେଶ ରହିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ।

ସିଂହ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ଚିନ୍ତିତ ରହିବେ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି।

କନ୍ୟା: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଘରକୁ ଅତିଥି ଆସି ପାରନ୍ତି।

ତୁଳା: ସ୍ୱାଦିଷ୍ଟ ଖାଦ୍ୟ ଖାଇବେ। ଅଳସୁଆ ଅନୁଭବ କରିବେ। ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ବିଚ୍ଛା: ଘର ପାଇଁ ଜିନିଷ କିଣି ପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

ଧନୁ: ଶରୀର ଫୂର୍ତ୍ତି ରହିବ। ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ଭଲରେ କଟିବ।

ମକର: ବିବାହ ସ୍ଥିର ହୋପାରେ। ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇ ପାରନ୍ତି। ଅପରାହ୍ଣ ପରେ ଶୁଭ ଖବର ଶୁଣିପାରନ୍ତି।

କୁମ୍ଭ: ପଦୋନ୍ନତି ଯୋଗ ରହିଛି। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ସହକର୍ମୀଙ୍କଠାରୁ ସହଯୋଗ ମିଳିବ।

ମୀନ: ଧାର୍ମିକ କାର୍ଯ୍ୟରେ ଅର୍ଥ ଖର୍ଚ୍ଚ ହୋଇପାରେ। ଶତ୍ରୁଙ୍କ ଠାରୁ ଦୂରେଇ ରୁହନ୍ତୁ। ଦୁର୍ଘଟଣା ଯୋଗ ରହିଛି। ତେଣୁ ସତର୍କ ରୁହନ୍ତୁ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story