୨୩ ମେ’, ସୋମବାର: ପୁରାତନ ରୋଗରୁ ସାମାନ୍ୟ ଉପଶମ ମିଳିବ

 ମେଷ: ସାମାଜିକ ସ୍ତରରେ ଦୃଢ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିପାରିବେ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଦେଖାଦେବା ସହ ମାଲି ମକଦ୍ଦମାରେ ନିଜ ପକ୍ଷ ରଖି ଜୟଯୁକ୍ତ ହେବେ । ଦୀର୍ଘଦିନରୁ ଅଟକି  ରହିଥିବା କାମ ଉପରିସ୍ଥଙ୍କ ସୌଜନ୍ୟରୁ ହୋଇ ଯାଇପାରେ  । ବୃଷ: ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ ଓ ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ପୁରାତନ ରୋଗ ପୀଡ଼ାରୁ ଉପଶମ ପାଇବା ସହ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ […]

RASI

RASI

Niharika Rout
  • Published: Monday, 23 May 2022
  • Updated: 23 May 2022, 07:54 AM IST

 ମେଷ: ସାମାଜିକ ସ୍ତରରେ ଦୃଢ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିପାରିବେ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଦେଖାଦେବା ସହ ମାଲି ମକଦ୍ଦମାରେ ନିଜ ପକ୍ଷ ରଖି ଜୟଯୁକ୍ତ ହେବେ । ଦୀର୍ଘଦିନରୁ ଅଟକି  ରହିଥିବା କାମ ଉପରିସ୍ଥଙ୍କ ସୌଜନ୍ୟରୁ ହୋଇ ଯାଇପାରେ  ।

ବୃଷ: ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ ଓ ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ପୁରାତନ ରୋଗ ପୀଡ଼ାରୁ ଉପଶମ ପାଇବା ସହ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବୃଦ୍ଧି ପାଇବ।

ମିଥୁନ: କର୍ମକ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦବ୍ୟବହାର କରିବା କଷ୍ଟ ହେବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ ।

କର୍କଟ: ଶିଳ୍ପ ବାଣିଜ୍ୟ ଓ ବ୍ୟବସାୟରେ ବିଭିନ୍ନ ଆଡୁ ଲାଭ ପାଇବେ। ସାବଧାନତା ଅବଲମ୍ବନ ନ କଲେ ଧନହାନୀ ହୋଇପାରେ । ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବାକୁ ପଡିପାରେ ।

ସିଂହ: ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ  । ନୂତନ କାର୍ଯ୍ୟାରମ୍ଭ କଲେ ସହଜ ସରଳରେ କାର୍ଯ୍ୟ ପୂରଣ କରିପାରିବେ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ ।

କନ୍ୟା: ଶତ୍ରୁମାନେ ମୁଣ୍ଡ ଟେକିବାକୁ ସାହସ କରିବେ ନାହିଁ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ମିଳିବ । ବ୍ୟବସାୟ କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ।

ତୁଳା: ସାଧାରଣ ଘଟଣା ଯୋଗୁ ବନ୍ଧୁଙ୍କ ସହ ସମ୍ପର୍କ ନିବିଡ ହେବ।  ପରିବାରରେ ସୁସମ୍ପର୍କ ବୃଦ୍ଧି ପାଇବା ସହ କାମଗୁଡ଼ିକ ସହଜରେ ହୋଇଯିବ। ତରବରିଆ ଭାବେ କୌଣସି କାମ ନ କରି ପରିସ୍ଥିତିକୁ ଆଖି ଆଗରେ ରଖି କାମ କଲେ ଭଲ ହେବ ।

ବିଚ୍ଛା: ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ ଓ ଦୂର ସ୍ଥାନକୁ ଯାତ୍ରା କରିବେ । ଆଶା କରୁଥିବା ଖବର ପାଇ ଖୁସି ହୋଇଯିବେ । ଖେଳକୁଦ, ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ।

ଧନୁ: ମାନସିକ ଦୁଶ୍ଚିନ୍ତା ଦୂରେଇ ଯିବ । ପୁରାତନ ରୋଗରୁ ସାମାନ୍ୟ ଉପଶମ ମିଳିବ। ଆପେ ଆପେ ହାତ ପାହାନ୍ତାକୁ ସୁଯୋଗ ଆସିଯିବ । ବ୍ୟବସାୟ ପାଇଁ ଯୋଗାଯୋଗ କରିଥିବା କ୍ଷେତ୍ରରୁ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ ।

ମକର: ପୂର୍ବ ଯୋଜନା ଅନୁଯାୟୀ କାମ କଲେ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ମିଳିବ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । କର୍ମକ୍ଷେତ୍ରରେ ସମସ୍ୟା ଦେଖାଦେଲେ ମଧ୍ୟ ସଫଳତା ହାସଲ କରିବେ ।

କୁମ୍ଭ: ସରକାରୀ କାର୍ଯ୍ୟରେ ସଫଳତା ମିଳିବା ସହ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ବାଣିଜ୍ୟ ବ୍ୟବସାୟରେ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ।

ମୀନ: କେତେକ କ୍ଷେତ୍ରରେ ବାଧା ସୃଷ୍ଟି ହେଲେ ମଧ୍ୟ ନିଜେ ସଫଳତା ପାଇବେ। ପ୍ରଶାସନିକ ସ୍ତରରେ କାମର ଚାପ ବୃଦ୍ଧି ପାଇବ ଓ ପାରିବାରିକ ଜୀବନ ସୁଖମୟ ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ  ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story