୨୫ ମେ’, ବୁଧବାର: ନୂତନ ବ୍ୟବସାୟ ଆରମ୍ଭ କରିବେ

ମେଷ: ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାରେ ଅନେକ କ୍ଷେତ୍ରରେ  ସ୍ୱାଭିମାନ ରକ୍ଷା ହେବ। ବିଦ୍ୟାର୍ଥୀମାନେ ଆପ୍ରାଣ ଚେଷ୍ଟା କରି ପ୍ରତିଦ୍ୱନ୍ଦିତାରେ ଆଶା କରୁଥିବା ଫଳ ପାଇ ପାରିବେ। ବୃଷ: କର୍ମକ୍ଷେତ୍ରରେ କୌଣସି ବାଧା ବନ୍ଧନ ନମାନି କାର୍ଯ୍ୟରେ ଆଗେଇ ଯିବାର ସୁଯୋଗ ପାଇବେ। ବନ୍ଧୁଙ୍କ ସାହାଯ୍ୟ ପାଇ ଭିନ୍ନ ରାସ୍ତାରେ ଆୟବୃଦ୍ଧିର ଯୋଜନା ଚାଲୁରଖିବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ। ମିଥୁନ: ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା […]

RASI

RASI

Tapaswini Nayak
  • Published: Wednesday, 25 May 2022
  • Updated: 25 May 2022, 07:56 AM IST

Sports

Latest News

ମେଷ: ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାରେ ଅନେକ କ୍ଷେତ୍ରରେ  ସ୍ୱାଭିମାନ ରକ୍ଷା ହେବ। ବିଦ୍ୟାର୍ଥୀମାନେ ଆପ୍ରାଣ ଚେଷ୍ଟା କରି ପ୍ରତିଦ୍ୱନ୍ଦିତାରେ ଆଶା କରୁଥିବା ଫଳ ପାଇ ପାରିବେ।

ବୃଷ: କର୍ମକ୍ଷେତ୍ରରେ କୌଣସି ବାଧା ବନ୍ଧନ ନମାନି କାର୍ଯ୍ୟରେ ଆଗେଇ ଯିବାର ସୁଯୋଗ ପାଇବେ। ବନ୍ଧୁଙ୍କ ସାହାଯ୍ୟ ପାଇ ଭିନ୍ନ ରାସ୍ତାରେ ଆୟବୃଦ୍ଧିର ଯୋଜନା ଚାଲୁରଖିବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ।

ମିଥୁନ: ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ।

କର୍କଟ: ସମସ୍ୟାଗୁଡ଼ିକ ଆପଣାଛାଏ ସମାଧାନ ହୋଇଯିବାରୁ ମନ ହାଲୁକା ହୋଇଯିବ। ଧର୍ମକାର୍ଯ୍ୟପ୍ରତି ମନବଳାଇ ମାନସିକ ଶାନ୍ତି ପାଇବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟରେ ବ୍ୟବଧାନ ଉପସ୍ଥିତ ହୋଇପାରେ।

ସିଂହ: ସାମାଜିକ ସ୍ତରରେ ପ୍ରଶଂସିତ ହେଲେବି କେତେକ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତା ଦେଖା ଦେଇ ପାରେ। କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବା ସହ ପରିବାରର ସାହାଯ୍ୟରେ ଉପକୃତ ହେବେ।ସ୍ୱାସ୍ଥ୍ୟ ଜନିତ ସମସ୍ୟା ମନକୁ ଭାରାକ୍ରାନ୍ତ କରିପାରେ।

କନ୍ୟା: ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ମାନସିକ ସ୍ଥିତି ଭଲ ରହିବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ।

ତୁଳା: ସାମ୍ବାଦିକମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ଜାଗା, ଜମି, ଗୃହ ବାହନ ଆଦି ପାଇଁ ଚୁକ୍ତିପତ୍ର ହୋଇପାରେ ଓ ନୂତନ ଆୟର ପନ୍ଥା ଖୋଲିଯିବ । ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ।

ବିଚ୍ଛା: ଶାରିରୀକ ସୁସ୍ଥତା ଦେଖା ଦେବା ସହ ଆକସ୍ମିକ ଧନ ଲାଭ ହେବ । ସହକର୍ମୀଙ୍କ ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ। ଧନଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମ ବୃଦ୍ଧି ପାଇବ ।

ଧନୁ: କର୍ମକ୍ଷେତ୍ରରେ ବିବାଦ ଉପୁଜିପାର । ବ୍ୟବସାୟରେ ଲାଭବାନ ହେବେ଼। ଶାରିରୀକ ଅସୁସ୍ଥତା ଦେଖାଦେଇପାରେ, ସତର୍କ ରୁହନ୍ତୁ । ବ୍ୟବସାୟ କାର୍ଯ୍ୟରେ ଦୂର ସ୍ଥାନକୁ ଯାତ୍ରା କରିବେ। ଜରୁରୀ କାର୍ଯ୍ୟରେ ବନ୍ଧୁ ସହଯୋଗର ହାତ ବଢ଼ାଇବେ।

ମକର: ଉପୁଜିଥିବା ପ୍ରତିବନ୍ଧକକୁ ବନ୍ଧୁଙ୍କ ମାଧ୍ୟମରେ ସମାଧାନ କରିବେ। ପୁରାତନ ରୋଗର ଉପଶମ ହେବ। କାହା ସହିତ ଶତ୍ରୁତା ଯୋଗୁ ମନ ଭଲ ରହି ନ ପାରେ।

କୁମ୍ଭ : କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ଦ୍ୱାରା ପ୍ରଶଂସିତ ହେବେ । ପ୍ରିୟଜନଙ୍କ ସହଯୋଗରେ ବ୍ୟବସାୟରେ ଆର୍ଥିକ ଲାଭ ପାଇବେ । ପରିବାର ସହିତ ଆଜି ପରିଭ୍ରମଣ ଯୋଗ ରହିଛି । ସୁସ୍ୱାଦୁ ଭୋଜନ କରିବେ।

ମୀନ: ବ୍ୟବସାୟ ଓ କର୍ମକ୍ଷେତ୍ରରେ ଲାଭ ପାଇବେ ଏବଂ ମାନସମ୍ମାନ ବୃଦ୍ଧି ପାଇବ । ବିଶିଷ୍ଟ ବ୍ୟକ୍ତିଙ୍କ ସହଯୋଗ ମିଳିବାରୁ ଆତ୍ମବଳ ବୃଦ୍ଧି ପାଇବ  । ଗୃହରେ କୌଣସି ମାଙ୍ଗଳିକ କାର୍ଯ୍ୟ ସମ୍ପନ ହୋଇପାରେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story