୨୬ ମେ’, ଗୁରୁବାର: ବୃତ୍ତିଗତ କର୍ମକୁ ଗୁରୁତ୍ୱ ଦେଇ ସଫଳତା ପାଇବେ

ମେଷ: ପରିବାରର ବହୁ ସମସ୍ୟା ସମାଧାନ ହେବା ଫଳରେ ଆନନ୍ଦିତ ହେବେ। ପୁରାତନ ରୋଗର ଉପଶମ ହେବା ସହ ରାଜନୀତି କ୍ଷେତ୍ରରେ ଉଚ୍ଚ ସମ୍ପର୍କରୁ ଲାଭବାନ ହେବେ। ନୂଆ ଲକ୍ଷ୍ୟ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ବୃଷ: ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ । ଟଙ୍କାର ଆବଶ୍ୟକତା ପୂରଣ ହୋଇ ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି […]

RASI

RASI

Niharika Rout
  • Published: Thursday, 26 May 2022
  • Updated: 26 May 2022, 07:51 AM IST

Sports

Latest News

ମେଷ: ପରିବାରର ବହୁ ସମସ୍ୟା ସମାଧାନ ହେବା ଫଳରେ ଆନନ୍ଦିତ ହେବେ। ପୁରାତନ ରୋଗର ଉପଶମ ହେବା ସହ ରାଜନୀତି କ୍ଷେତ୍ରରେ ଉଚ୍ଚ ସମ୍ପର୍କରୁ ଲାଭବାନ ହେବେ। ନୂଆ ଲକ୍ଷ୍ୟ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ ।

ବୃଷ: ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ । ଟଙ୍କାର ଆବଶ୍ୟକତା ପୂରଣ ହୋଇ ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ ।

ମିଥୁନ: ସରକାରୀ କ୍ଷେତ୍ରରେ ସଫଳତା ମିଳିବା ସହ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ।  ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ  । କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟା କରିବେ  ।

କର୍କଟ: ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣ କରି ବେଶ୍ ଆନନ୍ଦ ଅନୁଭବ କରିବେ । ବାଦବିବାଦ, ପ୍ରତିଯୋଗିତାମୂଳକ ପରୀକ୍ଷା ଓ ସାକ୍ଷାତକାରରେ ସଫଳତା ମିଳିବ  । ଭାଇ ବନ୍ଧୁମାନେ କାର୍ଯ୍ୟ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ  ।

ସିଂହ: ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ଖୁସି ମିଳିବ  । ରାଜନୈତିକ ଯାତ୍ରାରେ ପୁରାତନ ଶତ୍ରୁମାନେ ମୁଣ୍ଡଟେକି ପାରନ୍ତି । କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ ।

କନ୍ୟା: ଶତ୍ରୁମାନେ ଦୂରେଇ ଯିବେ ଓ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ । ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ଲାଗି ରହିଥିଲେ ଆଜି ତାହାର ସମାଧାନ କରିପାରିବେ  ।

 ତୁଳା: ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବା ଫଳରେ କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ନିଶ୍ଚିତ ରୂପରେ ଯୋଜନାବଦ୍ଧ କର୍ମରେ ସଫଳତା ମିଳିବ।  ଅଧ୍ୟୟନ, ଅଧ୍ୟାପନା ଓ ସାମାଜିକ କ୍ଷେତ୍ରରେ ମାନସମ୍ମାନ ପ୍ରତିଷ୍ଠା ମିଳିବ ।

ବିଚ୍ଛା: ଶତ୍ରୁ ବାଧା ଦୂରେଇ ଯାଇ ଆୟ ବୃଦ୍ଧି ହେବା ସହ ଅପେକ୍ଷା କରିଥିବା କାମର ଶୁଭ ସୂଚନା ପାଇବେ । କଳା ସଙ୍ଗୀତରେ ସୁନାମ ଅର୍ଜନ କରିବା ସହ ପାରିବାରିକ ଜୀବନ ଆନନ୍ଦରେ କଟିବ  । ଦୂର ଯାତ୍ରାରେ ସଫଳ ହେବେ ଓ ନିଜର ଯୋଗ୍ୟତା କ୍ଷମତାର ବହୁତ ଲାଭ ମିଳିବ  ।

ଧନୁ: ସମାଜସେବା, ଲୋକସମ୍ପର୍କ, ଧାର୍ମିକ ଅନୁଷ୍ଠାନରେ ସମସ୍ତ ସଦସ୍ୟଙ୍କର ସହଯୋଗ ପାଇବେ। ଛାତ୍ରଛାତ୍ରୀମାନେ ସକ୍ରିୟ ହୋଇ ପ୍ରତିଯୋଗିତାମୂଳକ ପରୀକ୍ଷାରେ ଆଶା ମୁତାବକ ଫଳ ପାଇବେ । ସହଯୋଗୀ ଓ ଭାଗିଦାରୀମାନଙ୍କଠାରୁ ସାହାଯ୍ୟ ପାଇ ଲାଭବାନ୍ ହେବେ  ।

 ମକର: ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବା ସହ ମାନସିକ ଦୁଶ୍ଚିନ୍ତା ଦୂର ହେବ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ୱ ଦେଇ କର୍ମକ୍ଷେତ୍ରରେ ଉନ୍ନତି କରି ପାରିବେ।

କୁମ୍ଭ: ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବା ସହ କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତିରେ ବିରାଜମାନ କରିବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ ।

 ମୀନ: ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିପାରନ୍ତି  । କଳା, ସାହିତ୍ୟ,ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story