ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପୂଜାପାଠରେ ଯେମିତି ଅନେକ ନୀତି,ନିୟମ ରହିଛି, ଭୋଜନକୁ ନେଇ ମଧ୍ୟ ସେମିତି କିଛି ନିୟମ ରହିଛି।
ଆପଣ ଦେଖିଥିବେ କିଛି ଲୋକ ଭୋଜନ କରିବା ପୂର୍ବରୁ ଭଗବାନଙ୍କୁ ସ୍ମରଣ କରନ୍ତି। ଆଉ କେହି କେହି ପ୍ରଥମେ ଅଳ୍ପ ଟିକେ ଖାଦ୍ୟ ଭୂମି ବା ଟେବୁଲ୍ରେ ରଖି ଦିଅନ୍ତି ଓ ଭଗବାନଙ୍କୁ ସ୍ମରଣ କରି ଖାଇବା ଆରମ୍ଭ କରନ୍ତି।
ଶାସ୍ତ୍ରବିତ୍ଙ୍କ କହିବା ଅନୁଯାୟୀ, ଭୋଜନ କରିବା ପୂର୍ବରୁ ଠାକୁରଙ୍କୁ ସ୍ମରଣ କରନ୍ତୁ। ଏଥିସହ ଖାଇବା ସମୟରେ କେବେ ବାମ ହାତକୁ ପାଦରେ ରଖନ୍ତୁ ନାହିଁ।
ସେହିପରି ଭୋଜନ ସମୟରେ ମୁଣ୍ଡରେ ଲୁଗା, ଗାମୁଛା ଏବଂ ଟୋପି ଦେଇ ଖାଆନ୍ତୁ ନାହିଁ। ଏହାଦ୍ୱାରା ଅମଙ୍ଗଳ ହୋଇଥାଏ।
https://www.youtube.com/watch?v=DGPKfBzVfo4
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Astrology
ଘରର ଏହି ଦିଗରେ ଲଗାନ୍ତୁ ଆଇନା; ବଢ଼ିବ ଧନ ସମ୍ପତ୍ତି
ସକାଳେ ଉଠି ଆଇନାରେ ମୁହିଁ ଦେଖିବା ଉଚିତ୍ ନୁହେଁ। ଏହାଦ୍ୱାରା ଶରୀର ଉପରେ ନକାରତ୍ମକ ପ୍ରଭାବ ପଡ଼ିଥାଏ।
Astrology
ରୋଷେଇ ଘରେ ଏହି ଦିଗରେ ଲଗାନ୍ତୁ ନାହିଁ ପାଣି ଟ୍ୟାପ; ନଚେତ...
ଶିଡ଼ି ପାଖରେ ବା ଶିଡ଼ି ଘର ତଳେ ରୋଷେଇ ଘର କରନ୍ତୁ ନାହିଁ। ଏପରି କଲେ ଘରେ ନକାରାତ୍ମକ ଶକ୍ତିର ପ୍ରବେଶ ହୋଇଥାଏ।
Astrology
ଘର ନିକଟରେ ଲଗାନ୍ତୁ ଏହି ସବୁ ଗଛ; ମିଳିବ ଶୁଭଫଳ
ବେଲ ଗଛ ଘର ନିକଟରେ ରହିଲେ ଘରେ ସକାରାତ୍ମକ ଶକ୍ତି ବୃଦ୍ଧି ହୋଇଥାଏ।
Astrology
ପାଖେଇ ଆସିଲାଣି ଦୀପାବଳି; ଘରୁ ଫୋପାଡ଼ି ଦିଅନ୍ତୁ ଏହି ସବୁ ଜିନିଷ, ନଚେତ...
ମା’ ଲକ୍ଷ୍ମୀଙ୍କୁ ପ୍ରସନ୍ନ କରିବା ନିମନ୍ତେ ଘର ଦ୍ୱାରକୁ ପରିଷ୍କାର କରାଯିବା ସହ ନୂଆ ବଧୂ ପରି ସଜା ଯାଇଥାଏ। କିନ୍ତୁ ଅଜାଣତରେ ଆମେ ଘରେ ଏପରି କିଛି ଜିନିଷ ରଖିଥାଉ ଯେଉଁଥି ପାଇଁ ମା’ କୋପ କରିବା ସହ ଘରୁ ଫେରି ଯାଇଥାନ୍ତି ।
Astrology
ପିଲାଙ୍କ ପାଠ ପଢ଼ାରେ ମନ ଲାଗୁନି; ଘରେ ରଖନ୍ତୁ ଏହି ସବୁ ଜିନିଷ
ଏପରି କିଛି ଜିନିଷ ଅଛି, ବାସ୍ତୁଶାସ୍ତ୍ର ଅନୁଯାୟୀ ଯାହାକୁ ଘରେ ରଖିଲେ ପିଲାଙ୍କର ପାଠପଢ଼ାରେ କିଛି ସମସ୍ୟା ରହିବନି ଓ ପିଲାର କ୍ୟାରିୟର ଉଜ୍ଜ୍ଵଳ ହେବ।