ନଭେମ୍ବର ୧୦, ମଙ୍ଗଳବାର: ପରିଶ୍ରମ ଅନୁସାରେ ପାରିଶ୍ରମିକ କମ୍‌ ପାଇବେ

ମେଷ: ମିତ୍ରମାନେ ଶତ୍ରୁଭଳି ଆଚରଣ କରିବେ। ପରିଶ୍ରମ ଅନୁସାରେ ପାରିଶ୍ରମିକ କମ୍‌ ପାଇବେ। ହଠାତ ସ୍ୱାସ୍ଥ୍ୟ ଖରାପ ହୋଇପାରେ। ବୃଷ: ଦାମ୍ପତ୍ୟ ଜୀବନ ସୁଖଶାନ୍ତିରେ କଟିବ। ବହୁ ଦିନର ଆଶା ଅଭିଳାଷ ପୂରଣ ହେବ। ଯାତ୍ରା କଲାବେଳେ ସାବଧାନ ରୁହନ୍ତୁ। ମିଥୁନ: ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ସନ୍ତାନସନ୍ତିତଙ୍କୁ ନେଇ ଚିନ୍ତିତ ରହିବେ। ବ୍ୟବସାୟ ବାଣିଜ୍ୟରେ ଆୟ ବୃଦ୍ଧି ଘଟିବ। କର୍କଟ: ଶରୀର ସୁସ୍ଥ ରହିବ। ଉତ୍ତମ ଭୋଜନ ପ୍ରାପ୍ତି ହେବ। ଚେଷ୍ଟା କରୁଥିବା କାମରେ […]

RASI

RASI

Niharika Rout
  • Published: Tuesday, 10 November 2020
  • Updated: 10 November 2020, 08:19 AM IST

Sports

Latest News

ମେଷ: ମିତ୍ରମାନେ ଶତ୍ରୁଭଳି ଆଚରଣ କରିବେ। ପରିଶ୍ରମ ଅନୁସାରେ ପାରିଶ୍ରମିକ କମ୍‌ ପାଇବେ। ହଠାତ ସ୍ୱାସ୍ଥ୍ୟ ଖରାପ ହୋଇପାରେ।

ବୃଷ: ଦାମ୍ପତ୍ୟ ଜୀବନ ସୁଖଶାନ୍ତିରେ କଟିବ। ବହୁ ଦିନର ଆଶା ଅଭିଳାଷ ପୂରଣ ହେବ। ଯାତ୍ରା କଲାବେଳେ ସାବଧାନ ରୁହନ୍ତୁ।

ମିଥୁନ: ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ସନ୍ତାନସନ୍ତିତଙ୍କୁ ନେଇ ଚିନ୍ତିତ ରହିବେ। ବ୍ୟବସାୟ ବାଣିଜ୍ୟରେ ଆୟ ବୃଦ୍ଧି ଘଟିବ।

କର୍କଟ: ଶରୀର ସୁସ୍ଥ ରହିବ। ଉତ୍ତମ ଭୋଜନ ପ୍ରାପ୍ତି ହେବ। ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ।

ସିଂହ: ଆର୍ଥିକ ସମସ୍ୟା ଦେଖାଦେବ। ଗୁପ୍ତଶତ୍ରୁମାନେ ଚକ୍ରାନ୍ତ କରି ବିପଦରେ ପକାଇପାରନ୍ତି। ଛାତ୍ରଛାତ୍ରୀମାନେ ପାଠପଢ଼ାକୁ ନେଇ ଚିନ୍ତିତ ହେବେ।

କନ୍ୟା : ପ୍ରତ୍ୟେକଟି କାର୍ଯ୍ୟରେ ସଫଳତା ପାଇବେ। ମହିଳାମାନେ ହସଖୁସିରେ ଦିନ କଟାଇବେ। ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

ତୁଳା: ନିଜ ମନ ପସନ୍ଦର କାର୍ଯ୍ୟ କରିବାକୁ ସୁଯୋଗ ପାଇବେ। ମାନ-ସମ୍ମାନ ବୃଦ୍ଧି ପାଇବ। ବ୍ୟବସାୟରେ ଅଧିକ ଲାଭବାନ ହେବେ।

ବିଛା: ପାରିବାରିକ ସୁଖ ବଜାୟ ରହିବ। ପାଠପଢ଼ାରେ ଛାତ୍ରଛାତ୍ରୀମାନେ ସଫଳତା ପାଇବେ। ମହିଳାମାନେ ଗୃହ ଉପକରଣ କ୍ରୟ କରିବେ।

ଧନୁ: ସାମାନ୍ୟ କଥାକୁ ନେଇ ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖାଦେବ। କର୍ମକ୍ଷେତ୍ରରେ କାର୍ଯ୍ୟଭାର ବୃଦ୍ଧି ହେତୁ କ୍ଲାନ୍ତି ଅନୁଭବ କରିବେ।

ମକର: ବନ୍ଧୁଙ୍କ ସାହାଯ୍ୟ ସହଯୋଗ ପାଇବେ। ବୃତ୍ତିଗତ ବ୍ୟବସାୟରେ ଲାଭବାନ ହେବେ। ଆଖିରେ ଯନ୍ତ୍ରଣା ଅନୁଭବ କରିବେ।

କୁମ୍ଭ: କାର୍ଯ୍ୟକ୍ଷେତ୍ରରେ ସମ୍ମାନିତ ହେବେ। ଗୁପ୍ତଶତ୍ରୁମାନେ ପରାଜିତ ହେବେ। ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

ମୀନ: ନିଜର ଉପସ୍ଥିତ ବୁଦ୍ଧି ବଳରେ ସମସ୍ୟାର ସାମାଧାନ କରିବେ। ବହୁ ପୁରାତନ ବନ୍ଧୁଙ୍କ ସହିତ ଯୋଗାଯୋଗ କରିପାରିବେ। ନୂତନ ପୋଷାକ କିଣିପାରନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos