୨୮ ନଭେମ୍ୱର, ଗୁରୁବାର: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ

ମେଷ:   ଗୁରୁଜନଙ୍କ ଆଶୀର୍ବାଦ ମିଳିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ମନ ପ୍ରଫୁଲ୍ଲିତ ରହିବ। ବୃଷ:  ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଆଖିରେ ଯନ୍ତ୍ରଣା ଅନୁଭବ କରିବେ। ଖର୍ଚ୍ଚ ବଢ଼ିବ। ମିଥୁନ: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ବ୍ୟସ୍ତତା ଭିତରେ ଦିନଟି କଟିବ। କର୍କଟ: ବ୍ୟବସାୟରେ ଲାଭ ମିଳିବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ପଦୋନ୍ନତିର ଯୋଗ ରହିଛି। ସିଂହ: ଦିନଟି ଭଲରେ କଟିବ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। କନ୍ୟା: ଖାଦ୍ୟପେୟର […]

astro-ok-new

astro-ok-new

Jyoshna Pradhan
  • Published: Thursday, 28 November 2019
  • Updated: 28 November 2019, 09:33 AM IST

Sports

Latest News

ମେଷ:   ଗୁରୁଜନଙ୍କ ଆଶୀର୍ବାଦ ମିଳିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ମନ ପ୍ରଫୁଲ୍ଲିତ ରହିବ।

ବୃଷ:  ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଆଖିରେ ଯନ୍ତ୍ରଣା ଅନୁଭବ କରିବେ। ଖର୍ଚ୍ଚ ବଢ଼ିବ।

ମିଥୁନ: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ବ୍ୟସ୍ତତା ଭିତରେ ଦିନଟି କଟିବ।

କର୍କଟ: ବ୍ୟବସାୟରେ ଲାଭ ମିଳିବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ପଦୋନ୍ନତିର ଯୋଗ ରହିଛି।

ସିଂହ: ଦିନଟି ଭଲରେ କଟିବ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

କନ୍ୟା: ଖାଦ୍ୟପେୟର ଯତ୍ନ ନିଅନ୍ତୁ। ମାଲିମକଦ୍ଦମାରେ ବିଜୟୀ ହେବେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ତୁଳା: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା:  କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ଧନପ୍ରାପ୍ତି ଯୋଗ ରହିଛି।

ଧନୁ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ବୌଦ୍ଧିକ ଚର୍ଚ୍ଚାଠାରୁ ଦୂରେଇ ରୁହନ୍ତୁ। କଳା ଓ ସାହିତ୍ୟ କ୍ଷେତ୍ରରେ ରୁଚି ବଢ଼ିବ।

ମକର: ଶରୀର ଫୂର୍ତ୍ତି ରହିବ। ଛାତିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ମାନ-ସମ୍ମାନ ମିଳିବ।

କୁମ୍ଭ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଆର୍ଥିକ ସ୍ଥିତି ଭଲ ରହିବ। ମାଆଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ମୀନ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ।

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos