୨୯ ନଭେମ୍ୱର, ଶୁକ୍ରବାର: ଶୁଭ ଖବର ଶୁଣି ପାରନ୍ତି

ମେଷ: ଦିନଟି ଭଲରେ କଟିବ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ପରିବାରରେ ହସଖୁସିର ବାତାବରଣ ରହିବ। ବୃଷ: ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଦୂରସ୍ଥାନକୁ ଯାତ୍ରା କରିବାକୁ ଯୋଜନା କରିପାରନ୍ତି। ମିଥୁନ: ଶରୀର ସୁସ୍ଥ ରହିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। କର୍କଟ: ଅଧିକ ପରିଶ୍ରମ କରିବେ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ସିଂହ: ବୌଦ୍ଧିକ ଚର୍ଚ୍ଚାଠାରୁ ଦୂରେଇ ରୁହନ୍ତୁ। ତରବରିଆ ହୋଇ କୌଣସି ନିଷ୍ପତ୍ତି […]

astro-ok-new

Jyoshna Pradhan
  • Published: Friday, 29 November 2019
  • , Updated: 29 November 2019, 07:20 AM IST

ମେଷ: ଦିନଟି ଭଲରେ କଟିବ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ପରିବାରରେ ହସଖୁସିର ବାତାବରଣ ରହିବ।

ବୃଷ: ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଦୂରସ୍ଥାନକୁ ଯାତ୍ରା କରିବାକୁ ଯୋଜନା କରିପାରନ୍ତି।

ମିଥୁନ: ଶରୀର ସୁସ୍ଥ ରହିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ।

କର୍କଟ: ଅଧିକ ପରିଶ୍ରମ କରିବେ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ସିଂହ: ବୌଦ୍ଧିକ ଚର୍ଚ୍ଚାଠାରୁ ଦୂରେଇ ରୁହନ୍ତୁ। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ମାନ-ସମ୍ମାନ ମିଳିବ।

କନ୍ୟା: ଭାଗ୍ୟ ବୃଦ୍ଧି ହେବ। ଜଳାଶୟ ଠାରୁ ଦୂରେଇ ରୁହନ୍ତୁ। ମାଆଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ତୁଳା: ଅସୁସ୍ଥ ଅନୁଭବ କରିବେ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

ବିଚ୍ଛା: ନୂତନ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ।

ଧନୁ: ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ବନ୍ଧୁଙ୍କ ସହ ପର୍ଯ୍ୟଟନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଖର୍ଚ୍ଚ ବଢ଼ିବ।

ମକର: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଦାମ୍ପତ୍ୟ ଜୀବନ ଭଲରେ କଟିବ।

କୁମ୍ଭ: ପଦୋନ୍ନତିର ଯୋଗ ରହିଛି। ଆର୍ଥିକ ସ୍ଥିତି ଭଲ ରହିବ। ନୂତନ ଯାନବାହନ କିଣିପାରନ୍ତି।

ମୀନ: ଶୁଭ ଖବର ଶୁଣି ପାରନ୍ତି। ଧାର୍ମିକ ସ୍ଥାନକୁ ଯାଇପାରନ୍ତି। ଅଳସୁଆ ଅନୁଭବ କରିବେ।

Related story