୮ ଅକ୍ଟୋବର, ରବିବାର, ଜାଣନ୍ତୁ କେଉଁ ରାଶିର ଲୋକେ ଦୂରସ୍ଥାନକୁ ଯାତ୍ରା କରିବେ

ମେଷ: ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ମାଲିମକଦ୍ଦମାରେ ସଫଳତା ମିଳିପାରେ। ବୃଷ: ପ୍ରେମ ସମ୍ପର୍କରେ ସମସ୍ୟା ଦେଖାଦେଇପାରେ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଉଧାର କରନ୍ତୁ ନାହିଁ। ମିଥୁନ: ଘରକୁ ଅତିଥି ଆସିପାରନ୍ତି। ହଠାତ୍ ଧନ ପ୍ରାପ୍ତିର ଯୋଗ ରହିଛି। ମାନସମ୍ମାନ ବୃଦ୍ଧି ହେବ। କର୍କଟ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ନିଜ ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣା ଘଟିପାରେ। ସିଂହ: ବିବାହ […]

Rakesh Mallick
  • Published: Sunday, 08 October 2017
  • , Updated: 08 October 2017, 09:24 AM IST

ମେଷ: ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ମାଲିମକଦ୍ଦମାରେ ସଫଳତା ମିଳିପାରେ।

ବୃଷ: ପ୍ରେମ ସମ୍ପର୍କରେ ସମସ୍ୟା ଦେଖାଦେଇପାରେ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଉଧାର କରନ୍ତୁ ନାହିଁ।

ମିଥୁନ: ଘରକୁ ଅତିଥି ଆସିପାରନ୍ତି। ହଠାତ୍ ଧନ ପ୍ରାପ୍ତିର ଯୋଗ ରହିଛି। ମାନସମ୍ମାନ ବୃଦ୍ଧି ହେବ।

କର୍କଟ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ନିଜ ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣା ଘଟିପାରେ।

ସିଂହ: ବିବାହ ଯୋଗ୍ୟ ଯୁବକ ଯୁବତୀଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ। ହଠାତ୍ ଧନପ୍ରାପ୍ତିର ଯୋଗ ରହିଛି। ମାନସମ୍ମାନ ବୃଦ୍ଧି ହେବ।

କନ୍ୟା: ସନ୍ତାନର ସ୍ୱାସ୍ଥ୍ୟ ପ୍ରତି ଯତ୍ନ ନିଅନ୍ତୁ। ହଠାତ୍ ଧନପ୍ରାପ୍ତିର ଯୋଗ ରହିଛି। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।

ତୁଳା: ଜୀବନସାଥୀଙ୍କ ସହଯୋଗ ମିଳିବ।  ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।

ବିଛା:  ନିଜ ଯୋଜନାକୁ ଗୋପନୀୟ ରଖନ୍ତୁ।  ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ।ଜୀବନସାଥୀଙ୍କ ସହଯୋଗ ମିଳିବ।

ଧନୁ: ପୁରୁଣା ସମସ୍ୟାର ଆଜି ସମାଧାନ ହୋଇପାରେ। ପ୍ରିୟ ବ୍ୟକ୍ତିଙ୍କ ସହ ସାକ୍ଷାତ ହୋଇପାରେ। ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ।

ମକର: ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ସମ୍ପତିକୁ ନେଇ ଲାଗିରହିଥିବା ସମସ୍ୟାର ସମାଧାନ ହୋଇପାରେ। ସ୍ଥାନ ପରିବର୍ତ୍ତନର ଯୋଗ ରହିଛି।

କୁମ୍ଭ: ପ୍ରେମ ସମ୍ପର୍କରେ ସମସ୍ୟା ଦେଖାଦେଇପାରେ। ମାନସମ୍ମାନ ମିଳିବ। ଭଗବାନଙ୍କ ଉପରେ ବିଶ୍ୱାସ ରଖନ୍ତୁ।ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।

ମୀନ: ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣା ଘଟିପାରେ। ଜୀବନସାଥୀଙ୍କ ସହଯୋଗ ମିଳିବ।

 

Related story