ମେଷ: ଅଧିକ ପରିଶ୍ରମ କରିବେ। ଅଳସୁଆ ଅନୁଭବ କରିବେ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।
ବୃଷ: ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ଆତ୍ମବିଶ୍ୱାସ ବଢ଼ିବ।
ମିଥୁନ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ନୂତନ କାର୍ଯ୍ୟ କରିବା ପାଇଁ ଯୋଜନା କରିପାରନ୍ତି। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ।
କର୍କଟ: ଅନୈତିକ କାର୍ଯ୍ୟଠାରୁ ଦୂରେଇ ରୁହନ୍ତୁ। ଶରୀର ସୁସ୍ଥ ରହିବ। କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି।
ସିଂହ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି।
କନ୍ୟା: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଧାର୍ମିକ କାର୍ଯ୍ୟରେ ଖର୍ଚ୍ଚାନ୍ତ ହୋଇପାରନ୍ତି।
ତୁଳା: ଦିନଟି ଭଲରେ କଟିବ। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।
ବିଚ୍ଛା: ମାନ-ସମ୍ମାନ ମିଳିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ପରିବାରରେ ହସଖୁସିର ପରିବେଶ ରହିବ।
ଧନୁ: ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ସାହିତ୍ୟ ଓ କଳାକ୍ଷେତ୍ରରେ ରୁଚି ବଢ଼ିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।
ମକର: ଖାଦ୍ୟପେୟର ଯତ୍ନ ନିଅନ୍ତୁ। ଖର୍ଚ୍ଚ ବଢ଼ିବ। ଆଣ୍ଠୁରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।
କୁମ୍ଭ: ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି। ନୂତନ ବସ୍ତ୍ର କିଣିପାରନ୍ତି। ବିବାହ ସ୍ଥିର ହୋଇପାରେ।
ମୀନ: କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।