୧୨ ନଭେମ୍ୱର, ମଙ୍ଗଳବାର: ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ

ମେଷ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଅସୁସ୍ଥ ଅନୁଭବ କରିବେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ବୃଷ: ବୁଝି ବିଚାରି ନିଷ୍ପତ୍ତି ନିଅନ୍ତୁ। ନୂତନ ପୋଷାକ କିଣିପାରନ୍ତି। ବନ୍ଧୁଙ୍କ ସହ ସମୟ ବିତାଇବେ। ବ୍ୟବସାୟରେ ପରିବର୍ତ୍ତନ କରନ୍ତୁ ନାହିଁ। ମିଥୁନ: ମିଠା କଥା କହି ଲୋକଙ୍କ ମନ ଜିତିବେ। ଖର୍ଚ୍ଚ ବଢ଼ିବ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। କର୍କଟ: ବିବାହ ସ୍ଥିର ହୋଇପାରେ। ପରିବାରରେ ହସଖୁସିର ପରିବେଶ ରହିବ। ଧନପ୍ରାପ୍ତି ଯୋଗ ରହିଛି। ସିଂହ: ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ନକାରାତ୍ମକ ଚିନ୍ତାଠାରୁ […]

astro-ok-new-4

Jyoshna Pradhan
  • Published: Tuesday, 12 November 2019
  • , Updated: 12 November 2019, 07:21 AM IST

ମେଷ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଅସୁସ୍ଥ ଅନୁଭବ କରିବେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ବୃଷ: ବୁଝି ବିଚାରି ନିଷ୍ପତ୍ତି ନିଅନ୍ତୁ। ନୂତନ ପୋଷାକ କିଣିପାରନ୍ତି। ବନ୍ଧୁଙ୍କ ସହ ସମୟ ବିତାଇବେ। ବ୍ୟବସାୟରେ ପରିବର୍ତ୍ତନ କରନ୍ତୁ ନାହିଁ।

ମିଥୁନ: ମିଠା କଥା କହି ଲୋକଙ୍କ ମନ ଜିତିବେ। ଖର୍ଚ୍ଚ ବଢ଼ିବ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

କର୍କଟ: ବିବାହ ସ୍ଥିର ହୋଇପାରେ। ପରିବାରରେ ହସଖୁସିର ପରିବେଶ ରହିବ। ଧନପ୍ରାପ୍ତି ଯୋଗ ରହିଛି।

ସିଂହ: ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ।

କନ୍ୟା:  କୌଣସି କଥାକୁ ନେଇ ଚିନ୍ତିତ ରହିବେ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ।

ତୁଳା: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ। ଛାତ୍ରଛାତ୍ରୀଙ୍କମାନେ ପରୀକ୍ଷାରେ ସଫଳତା ପାଇବେ।

ବିଚ୍ଛା: ମନୋରଞ୍ଜନ ସ୍ଥାନକୁ  ବୁଲିବାକୁ ଯାଇପାରନ୍ତି। ମାନ-ସମ୍ମାନ ମିଳିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

ଧନୁ: ଦ୍ୱନ୍ଦ୍ୱ ଭିତରେ ରହିବେ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

ମକର: ଅଳସୁଆ ଅନୁଭବ କରିବେ। ଭାଗ୍ୟ ବୃଦ୍ଧି ହେବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ।

କୁମ୍ଭ: ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଧାର୍ମିକ କାର୍ଯ୍ୟରେ ଅର୍ଥ ଖର୍ଚ୍ଚ ହୋଇପାରେ। ଋଣ ଦିଅନ୍ତୁ ନାହିଁ।

ମୀନ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ମାଆ ଲକ୍ଷ୍ମୀଙ୍କ ଆଶୀର୍ବାଦ ମିଳିବ। ଶରୀର ଫୂର୍ତ୍ତି ରହିବ।

Related story