୧୪ ନଭେମ୍ୱର, ଗୁରୁବାର: ଆତ୍ମବିଶ୍ୱାସ ବଢ଼ିବ

ମେଷ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆଧ୍ୟାତ୍ମିକ ସ୍ଥାନକୁ ଯାଇପାରନ୍ତି। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ବୃଷ:  ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ମିଥୁନ: ପରିବାରରେ ହସଖୁସିର ପରିବେଶ ରହିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। କର୍କଟ: କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଖର୍ଚ୍ଚ ବଢ଼ିବ। ସିଂହ: ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ମାଲିମକଦ୍ଦମାରେ ବିଜୟୀ ହେବେ। ବନ୍ଧୁଙ୍କ […]

astro-ok-new-4

astro-ok-new-4

Jyoshna Pradhan
  • Published: Thursday, 14 November 2019
  • Updated: 14 November 2019, 07:21 AM IST

Sports

Latest News

ମେଷ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆଧ୍ୟାତ୍ମିକ ସ୍ଥାନକୁ ଯାଇପାରନ୍ତି। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

ବୃଷ:  ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।

ମିଥୁନ: ପରିବାରରେ ହସଖୁସିର ପରିବେଶ ରହିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ।

କର୍କଟ: କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଖର୍ଚ୍ଚ ବଢ଼ିବ।

ସିଂହ: ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ମାଲିମକଦ୍ଦମାରେ ବିଜୟୀ ହେବେ। ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି।

କନ୍ୟା: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ତୁଳା: ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା: ମନ ଖୁସି ରହିବ। ଆତ୍ମବିଶ୍ୱାସ ବଢ଼ିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

ଧନୁ: ଦିନଟି ଭଲରେ କଟିବ। ପୁରୁଣା ବନ୍ଧୁଙ୍କ ସହିତ ସାକ୍ଷାତ ହୋଇପାରେ। ଅପରାହ୍ଣ ପରେ ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି।

ମକର: ଜୀବନସାଥୀଙ୍କ ସହଯୋଗ ମିଳିବ। ବିବାହ ସ୍ଥିର ହୋଇପାରେ। ଆର୍ଥିକ ସ୍ଥିତି ଭଲ ରହିବ।

କୁମ୍ଭ: ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ପଦୋନ୍ନତିର ଯୋଗ ରହିଛି। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

ମୀନ: ଘରକୁ ଅତିଥି ଆସିପାରନ୍ତି। ଚାକିରିକୁ ନେଇ ଚିନ୍ତିତ ରହିପାରନ୍ତି। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story