୧୮ ନଭେମ୍ୱର, ସୋମବାର: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ

ମେଷ: ମାଲି-ମକଦ୍ଦମାରେ ବିଜୟୀ ହେବେ। ଦିନଟି ଭଲରେ କଟିବ। ଅପରାହ୍ଣ ପରେ ଶୁଭ ଖବର ଶୁଣିବେ। ବୃଷ: ବ୍ୟବସାୟରେ ଅଧିକ ଲାଭ ମିଳିବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ପଦୋନ୍ନତି ଯୋଗ ରହିଛି। ମିଥୁନ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ପିଲାଙ୍କୁ ନେଇ ଚିନ୍ତିତ ରହିବେ। ଖାଦ୍ୟପେୟ ପ୍ରତି ଯତ୍ନବାନ ହୁଅନ୍ତୁ। କର୍କଟ:  କାର୍ଯ୍ୟକ୍ଷେତ୍ରରେ ପ୍ରଂଶସିତ ହେବେ। ମା’ଙ୍କ ସହଯୋଗ ମିଳିବ। ପରିବାରରେ ହସଖୁସିର ପରିବେଶ ରହିବ। ସିଂହ: ଅଳସୁଆ ଅନୁଭବ କରିବେ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ […]

astro-ok-new-4

Jyoshna Pradhan
  • Published: Monday, 18 November 2019
  • , Updated: 18 November 2019, 07:18 AM IST

ମେଷ: ମାଲି-ମକଦ୍ଦମାରେ ବିଜୟୀ ହେବେ। ଦିନଟି ଭଲରେ କଟିବ। ଅପରାହ୍ଣ ପରେ ଶୁଭ ଖବର ଶୁଣିବେ।

ବୃଷ: ବ୍ୟବସାୟରେ ଅଧିକ ଲାଭ ମିଳିବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ପଦୋନ୍ନତି ଯୋଗ ରହିଛି।

ମିଥୁନ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ପିଲାଙ୍କୁ ନେଇ ଚିନ୍ତିତ ରହିବେ। ଖାଦ୍ୟପେୟ ପ୍ରତି ଯତ୍ନବାନ ହୁଅନ୍ତୁ।

କର୍କଟ:  କାର୍ଯ୍ୟକ୍ଷେତ୍ରରେ ପ୍ରଂଶସିତ ହେବେ। ମା’ଙ୍କ ସହଯୋଗ ମିଳିବ। ପରିବାରରେ ହସଖୁସିର ପରିବେଶ ରହିବ।

ସିଂହ: ଅଳସୁଆ ଅନୁଭବ କରିବେ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି।

କନ୍ୟା: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ବ୍ୟବସାୟରେ ସମସ୍ୟା ଦେଖା ଯାଇପାରେ। ଖର୍ଚ୍ଚାନ୍ତରେ ପଡ଼ିପାରନ୍ତି। ହଳଦିଆ ବସ୍ତ୍ର ଦାନ କରନ୍ତୁ।

ତୁଳା:  ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କଟିବ। ମାନ-ସମ୍ମାନ ମିଳିବ। ଧନପ୍ରାପ୍ତିର ଯୋଗ ରହିଛି।

ବିଚ୍ଛା: ରୋଗରେ ପଡ଼ିଥିବା ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟରେ ସୁଧାର ଆସିପାରେ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ।

ଧନୁ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଛାତିରେ ଯନ୍ତ୍ରଣା ଅନୁଭବ କରି ପାରନ୍ତି। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ସାହିତ୍ୟ ଓ କଳାକ୍ଷେତ୍ରରେ ରୁଚି ବଢ଼ିବ।

ମକର: ଆଜି ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ପରିବାର ସଦସ୍ୟଙ୍କ ସହ ଝଗଡ଼ା ହୋଇପାରେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

କୁମ୍ଭ: ବନ୍ଧୁଙ୍କ ସହଯୋଗ ମିଳିବ। ସୁସ୍ୱାଦୁ ଖାଦ୍ୟ ଖାଇବେ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

ମୀନ:  ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି।

Related story