୮ ନଭେମ୍ବର, ଶୁକ୍ରବାର: ପଡ଼ୋଶୀଙ୍କ ସହ ଝଗଡ଼ା ହୋଇପାରେ

ମେଷ: କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ବ୍ରାହ୍ମଣଙ୍କୁ ବସ୍ତ୍ର ଦାନ କରନ୍ତୁ। ପଡୋଶୀଙ୍କ ସହ ଝଗଡ଼ା ହୋଇପାରେ। ବୃଷ:ବନ୍ଧୁଙ୍କ ସହ ଧାର୍ମିକ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ମିଥୁନ: ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। କର୍କଟ: ଦିନଟି ଭଲରେ କଟିବ। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ।  ଅପରାହ୍ଣ ପରେ ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। […]

rasi-1

rasi-1

Niharika Rout
  • Published: Friday, 08 November 2019
  • Updated: 08 November 2019, 08:24 AM IST

ମେଷ: କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ବ୍ରାହ୍ମଣଙ୍କୁ ବସ୍ତ୍ର ଦାନ କରନ୍ତୁ। ପଡୋଶୀଙ୍କ ସହ ଝଗଡ଼ା ହୋଇପାରେ।

ବୃଷ:ବନ୍ଧୁଙ୍କ ସହ ଧାର୍ମିକ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ।

ମିଥୁନ: ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

କର୍କଟ: ଦିନଟି ଭଲରେ କଟିବ। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ।  ଅପରାହ୍ଣ ପରେ ବିଦେଶରୁ ଖୁସି ଖବର ଶୁଣି ପାରନ୍ତି।

ସିଂହ: ଧାର୍ମିକ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ସାହିତ୍ୟ ଓ କଳା ପ୍ରତି ରୁଚି ବଢ଼ିବ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।

କନ୍ୟା: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଧାର୍ମିକ କାର୍ଯ୍ୟରେ ଖର୍ଚ୍ଚାନ୍ତ ହୋଇପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ତୁଳା:  ପରିବାରରେ ହସଖୁସିର ପରିବେଶ ରହିବ। ନୂତନ ପୋଷାକ କିଣିପାରନ୍ତି। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।zl

ବିଚ୍ଛା: ଅଳସୁଆ ଅନୁଭବ କରିବେ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ। ଜୀବନସାଥୀଙ୍କ ସହଯୋଗ ମିଳିବ।

ଧନୁ: କୌଣସି କଥାକୁ ନେଇ ପରିବାର ସଦସ୍ୟଙ୍କ ଝଗଡ଼ା ହୋଇପାରେ। ବିବାହ ସ୍ଥିର ହୋଇପାରେ। ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

ମକର: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ମାନ-ସମ୍ମାନ ମିଳିବ। ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ।

କୁମ୍ଭ: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ଆତ୍ମବିଶ୍ୱାସ ବଢ଼ିବ। ଛାତ୍ରଛାତ୍ରୀମାନଙ୍କୁ ପାଠପଢ଼ାରେ ସଫଳତା ମିଳିବ।

ମୀନ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story