୯ ନଭେମ୍ୱର, ଶନିବାର: ଜଳାଶୟଠାରୁ ଦୂରେଇ ରୁହନ୍ତୁ

ମେଷ: ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ବୃଷ: ଦିନଟି ଭଲରେ କଟିବ। ଶରୀର ସୁସ୍ଥ ରହିବ। ମନ ଖୁସି ରହିବ। ମିଥୁନ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ସହକର୍ମୀଙ୍କ ସହଯୋଗ ମିଳିବ। କର୍କଟ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଖର୍ଚ୍ଚ ବଢ଼ିବ। ବୌଦ୍ଧିକ ଚର୍ଚ୍ଚାଠାରୁ ଦୂରେଇ ରୁହନ୍ତୁ। ସିଂହ: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ମାଆଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଜଳାଶୟଠାରୁ ଦୂରେଇ ରୁହନ୍ତୁ। କନ୍ୟା: ନୂତନ କାର୍ଯ୍ୟରେ […]

astro-ok-new-4

astro-ok-new-4

Jyoshna Pradhan
  • Published: Saturday, 09 November 2019
  • Updated: 09 November 2019, 07:19 AM IST

Sports

Latest News

ମେଷ: ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

ବୃଷ: ଦିନଟି ଭଲରେ କଟିବ। ଶରୀର ସୁସ୍ଥ ରହିବ। ମନ ଖୁସି ରହିବ।

ମିଥୁନ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ସହକର୍ମୀଙ୍କ ସହଯୋଗ ମିଳିବ।

କର୍କଟ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଖର୍ଚ୍ଚ ବଢ଼ିବ। ବୌଦ୍ଧିକ ଚର୍ଚ୍ଚାଠାରୁ ଦୂରେଇ ରୁହନ୍ତୁ।

ସିଂହ: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ମାଆଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଜଳାଶୟଠାରୁ ଦୂରେଇ ରୁହନ୍ତୁ।

କନ୍ୟା: ନୂତନ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି। ଆଧ୍ୟାତ୍ମିକ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।

ତୁଳା: ଦ୍ୱନ୍ଦ୍ୱ ଭିତରେ ରହିବେ। ଧନପ୍ରାପ୍ତି ଯୋଗ ରହିଛି। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

ବିଚ୍ଛା: ପରିବାରରେ ହସଖୁସିର ପରିବେଶ ରହିବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି। ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି।

ଧନୁ:  ବ୍ୟସ୍ତତା ଭିତରେ ଦିନଟି କଟିବ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। କାହାକୁ ଟାଣ କଥା କୁହନ୍ତୁ ନାହିଁ।

ମକର: ବିବାହ ସ୍ଥିର ହୋଇପାରେ। ନୂତନ ବସ୍ତ୍ର କିଣି ପାରନ୍ତି। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇ ପାରନ୍ତି। ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ।

କୁମ୍ଭ: ମାନ-ସମ୍ମାନ ମିଳିବ। ଅପରାହ୍ଣ ପରେ ପିଲାଙ୍କ ପାଠପଢ଼ାକୁ ନେଇ ଚିନ୍ତିତ ରହିବେ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

ମୀନ:  ଆତ୍ମ ବିସ୍ୱାସ ବଢ଼ିବ। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ପଦୋନ୍ନତିର ଯୋଗ ରହିଛି। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story