୨୪ ସେପ୍ଟେମ୍ୱର, ମଙ୍ଗଳବାର: ଗୁରୁଜନଙ୍କ ଆଶୀର୍ବାଦ ମିଳିବ

ମେଷ: ନୂତନ କାର୍ଯ୍ୟ କରିବା ପାଇଁ ଯୋଜନା କରିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଅଳସୁଆ ଅନୁଭବ କରିବେ। ବୃଷ: ଶରୀର ଅସୁସ୍ଥ ରହିବ। ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ଖାଦ୍ୟପେୟର ଯତ୍ନ ନିଅନ୍ତୁ। ମିଥୁନ: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ମାନ-ସମ୍ମାନ ମିଳିବ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। କର୍କଟ: ହସଖୁସିରେ ସମୟ ବିତାଇବେ। ଖର୍ଚ୍ଚ ବଢ଼ିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ସିଂହ: ସାହିତ୍ୟ ଓ କଳାକ୍ଷେତ୍ରରେ ରୁଚି ବଢ଼ିବ। ଶୁଭ ଖବର ଶୁଣିବେ। କୌଣସି ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। […]

astro-

astro-

Jyoshna Pradhan
  • Published: Tuesday, 24 September 2019
  • Updated: 24 September 2019, 07:18 AM IST

Sports

Latest News

ମେଷ: ନୂତନ କାର୍ଯ୍ୟ କରିବା ପାଇଁ ଯୋଜନା କରିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଅଳସୁଆ ଅନୁଭବ କରିବେ।

ବୃଷ: ଶରୀର ଅସୁସ୍ଥ ରହିବ। ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ଖାଦ୍ୟପେୟର ଯତ୍ନ ନିଅନ୍ତୁ।

ମିଥୁନ: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ମାନ-ସମ୍ମାନ ମିଳିବ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।

କର୍କଟ: ହସଖୁସିରେ ସମୟ ବିତାଇବେ। ଖର୍ଚ୍ଚ ବଢ଼ିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ।

ସିଂହ: ସାହିତ୍ୟ ଓ କଳାକ୍ଷେତ୍ରରେ ରୁଚି ବଢ଼ିବ। ଶୁଭ ଖବର ଶୁଣିବେ। କୌଣସି ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

କନ୍ୟା: କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ପରିବାରର କୌଣସି ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ମାଆଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ତୁଳା: ଭାଗ୍ୟ ବୃଦ୍ଧି ହେବ। ଭାଇ-ଭଉଣୀଙ୍କ ମଧ୍ୟରେ ସମ୍ପର୍କ ଭଲ ରହିବ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି।

ବିଚ୍ଛା: ଦିନଟି ଏତେ ଭଲରେ କଟିବ ନାହିଁ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ । ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ।

ଧନୁ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ।  ବିଦେଶରୁ ଶୁଭ ଖବର ଶୁଣିପାରନ୍ତି।

ମକର: ଧନପ୍ରାପ୍ତି ଯୋଗ ରହିଛି। ମାଲିମକଦ୍ଦମାରେ ବିଜୟୀ ହେବେ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

କୁମ୍ଭ: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଆୟ ବଢ଼ିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

ମୀନ: ସହକର୍ମୀଙ୍କ ସହଯୋଗ ମିଳିବ। ପଦୋନ୍ନତିର ଯୋଗ ରହିଛି। ପରିବାରରେ ହସଖୁସିର ପରିବେଶ ରହିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story