୨୫ସେପ୍ଟେମ୍ବର,ବୁଧବାର: ଦୂରସ୍ଥାନକୁ ଯାତ୍ରା କରିପାରନ୍ତି

ମେଷ: ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ। ଧାର୍ମିକ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ବୃଷ: ଦିନଟି ଭଲରେ କଟିବ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ମିଥୁନ: ଭାଗ୍ୟ ବୃଦ୍ଧି ହେବ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି। ବ୍ୟବସାୟରେ ଆଶା ମୁତାବକ ଫଳ ମିଳିବ। କର୍କଟ: ମନ ଖୁସି ରହିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଦୂରସ୍ଥାନକୁ ଯାତ୍ରା […]

astro-ok-new

astro-ok-new

Tapaswini Nayak
  • Published: Wednesday, 25 September 2019
  • Updated: 25 September 2019, 07:31 AM IST

Sports

Latest News

ମେଷ: ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ। ଧାର୍ମିକ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

ବୃଷ: ଦିନଟି ଭଲରେ କଟିବ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ମିଥୁନ: ଭାଗ୍ୟ ବୃଦ୍ଧି ହେବ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି। ବ୍ୟବସାୟରେ ଆଶା ମୁତାବକ ଫଳ ମିଳିବ।

କର୍କଟ: ମନ ଖୁସି ରହିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣା ଘଟିପାରେ। ସତର୍କ ରୁହନ୍ତୁ।

ସିଂହ: ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। କାହାକୁ ଧାରଉଧାର ଦିଅନ୍ତୁ ନାହିଁ। ବାପାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

କନ୍ୟା: ଆତ୍ମବିଶ୍ୱାସ ବଢ଼ିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଆଣ୍ଠୁଗଣ୍ଠିରେ ଯନ୍ତ୍ରଣା ଅନୁଭବ କରିବେ। ଜଳାଶୟଠାରୁ ଦୂରେଇ ରୁହନ୍ତୁ।

ତୁଳା: ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିବେ। ପରିଶ୍ରମ ଅନୁସାରେ ସଫଳତା ପାଇବେ। ମାନ-ସମ୍ମାନ ବଢ଼ିବ।

ବିଚ୍ଛା: କାର୍ଯ୍ୟକ୍ଷେତ୍ରରେ ଉଚ୍ଚପଦସ୍ଥ ଅଧିକାରୀଙ୍କ ସହଯୋଗ ମିଳିବ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଆୟଠାରୁ ବ୍ୟୟ ଅଧିକ ହେବ।

ଧନୁ: ଦିନଟି ଖୁସିରେ କଟିବ। ପିତାମାତାଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି। ମୁଣ୍ଡରେ ଯନ୍ତ୍ରଣା ଅନୁଭବ କରିବେ।

ମକର: ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ନୂଆ ଗାଡ଼ି କିଣିପାରନ୍ତି। ଘରକୁ ଅତିଥି ଆସିପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

କୁମ୍ଭ: ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ପ୍ରତିଦ୍ୱନ୍ଦ୍ୱୀଙ୍କ ଠାରୁ ବିଜୟୀ ହେବେ।

ମୀନ: କୌଣସି କଥାକୁ ନେଇ ପଡ଼ୋଶୀ ସହ ଝଗଡ଼ା ହୋଇପାରେ। ବ୍ରାହ୍ମଣଙ୍କୁ ବସ୍ତ୍ର ଦାନ କରନ୍ତୁ। ବିଦ୍ୟାର୍ଥୀମାନଙ୍କୁ ପାଠପଢ଼ାରେ ସଫଳତା ମିଳିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story