୨୬ ସେପ୍ଟେମ୍ୱର, ଗୁରୁବାର: ଧନପ୍ରାପ୍ତି ଯୋଗ ରହିଛି

ମେଷ: ଦିନଟି ଭଲରେ କଟିବ। ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ବୃଷ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କଠାରୁ ଖୁସି ଖବର ଶୁଣି ପାରନ୍ତି। ମିଥୁନ: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ସ୍ୱାସ୍ଥ୍ୟ ଭଲ ରହିବ। ବିଦେଶକୁ ଯିବାକୁ ଯୋଜନା କରିପାରନ୍ତି। କର୍କଟ:  ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଆଧ୍ୟାତ୍ମିକ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇବେ। ସିଂହ: ପରିବାରରେ ହସଖୁସିର ପରିବେଶ ରହିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ସ୍ୱାସ୍ଥ୍ୟର […]

astro-ok-new

Jyoshna Pradhan
  • Published: Thursday, 26 September 2019
  • , Updated: 26 September 2019, 07:19 AM IST

ମେଷ: ଦିନଟି ଭଲରେ କଟିବ। ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ବୃଷ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କଠାରୁ ଖୁସି ଖବର ଶୁଣି ପାରନ୍ତି।

ମିଥୁନ: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ସ୍ୱାସ୍ଥ୍ୟ ଭଲ ରହିବ। ବିଦେଶକୁ ଯିବାକୁ ଯୋଜନା କରିପାରନ୍ତି।

କର୍କଟ:  ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଆଧ୍ୟାତ୍ମିକ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇବେ।

ସିଂହ: ପରିବାରରେ ହସଖୁସିର ପରିବେଶ ରହିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

କନ୍ୟା: ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଖର୍ଚ୍ଚ ବଢ଼ିବ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

ତୁଳା: ଶରୀର ଫୂର୍ତ୍ତି ରହିବ। ମାଲି ମକଦ୍ଦମାରେ ବିଜୟୀ ହେବେ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

ବିଚ୍ଛା: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ଭାଗ୍ୟ ବୃଦ୍ଧି ହେବ।

ଧନୁ: ଅଧିକ ପରିଶ୍ରମ କରିପାରନ୍ତି। ଅପରାହ୍ଣ ପରେ କୌଣିସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ମକର: ପଦୋନ୍ନତିର ଯୋଗ ରହିଛି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ।

କୁମ୍ଭ:  କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ନୂତନ ପୋଷାକ କିଣିପାରନ୍ତି।

ମୀନ:  ଧନପ୍ରାପ୍ତି ଯୋଗ ରହିଛି। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ମାନ-ସମ୍ମାନ ମିଳିବ। ଋଣ ଦିଅନ୍ତୁ ନାହିଁ।

 

 

Related story