୨୮ ସେପ୍ଟେମ୍ୱର, ଶନିବାର: ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ

ମେଷ: ଦିନଟି ଭଲରେ କଟିବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ବୃଷ: ମନକୁ ସ୍ଥିର ରଖନ୍ତୁ। ଲେଖକ ଓ କଳାକାରଙ୍କ ପାଇଁ ଦିନଟି ଭଲରେ କଟିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ମିଥୁନ: ମାଆ ଲକ୍ଷ୍ମୀଙ୍କ ଆଶୀର୍ବାଦ ମିଳିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। କର୍କଟ: ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଖର୍ଚ୍ଚ ବଢ଼ିବ। ପରିବାରରେ ହସଖୁସିର ପରିବେଶ ରହିବ। ସିଂହ:  ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ମଧ୍ୟାହ୍ଣ ପରେ ମାଆଙ୍କ […]

astro-ok-new

astro-ok-new

Jyoshna Pradhan
  • Published: Saturday, 28 September 2019
  • Updated: 28 September 2019, 07:21 AM IST

Sports

Latest News

ମେଷ: ଦିନଟି ଭଲରେ କଟିବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

ବୃଷ: ମନକୁ ସ୍ଥିର ରଖନ୍ତୁ। ଲେଖକ ଓ କଳାକାରଙ୍କ ପାଇଁ ଦିନଟି ଭଲରେ କଟିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ମିଥୁନ: ମାଆ ଲକ୍ଷ୍ମୀଙ୍କ ଆଶୀର୍ବାଦ ମିଳିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

କର୍କଟ: ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଖର୍ଚ୍ଚ ବଢ଼ିବ। ପରିବାରରେ ହସଖୁସିର ପରିବେଶ ରହିବ।

ସିଂହ:  ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ମଧ୍ୟାହ୍ଣ ପରେ ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।

କନ୍ୟା: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ  ହେବେ। ପଦୋନ୍ନତିର ଯୋଗ ରହିଛି। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

ତୁଳା: ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆର୍ଥିକ ସ୍ଥିତି ଭଲ ରହିବ। ଖାଦ୍ୟପେୟ ପ୍ରତି ଧ୍ୟାନ ଦିଅନ୍ତୁ।

ଧନୁ: ଧନପ୍ରାପ୍ତି ଯୋଗ ରହିଛି। ନୂତନ ପୋଷାକ କିଣିପାରନ୍ତି। ବିବାହ ସ୍ଥିର ହୋଇପାରେ।

ମକର: କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଧାର୍ମିକ ସ୍ଥାନକୁ ଯାତ୍ରା କରିପାରନ୍ତି।

କୁମ୍ଭ: ପାଚନ ତନ୍ତ୍ରରେ ଯନ୍ତ୍ରଣା ହୋଇପାରେ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଆର୍ଥିକ ସ୍ଥିତି ଭଲ ରହିବ ନାହିଁ।

ମୀନ: କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ଆତ୍ମ ବିଶ୍ୱାସ ବଢ଼ିବ। ଶରୀର ଫୂର୍ତ୍ତି ରହିବ। ଦାମ୍ପତ୍ୟ ଜୀବନ ଭଲରେ କଟିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos