୧ ମାର୍ଚ୍ଚ, ରବିବାର: ଜଳାଶୟଠାରୁ ଦୂରେଇ ରୁହନ୍ତୁ

ମେଷ: ଆଧ୍ୟାତ୍ମିକ ସ୍ଥାନକୁ ଯାଇପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ବୃଷ:  ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।ଆର୍ଥିକ ସ୍ଥିତି ଭଲ ରହିବ। ମିଥୁନ: ପରିବାରରେ ହସଖୁସିର ପରିବେଶ ରହିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। କର୍କଟ: ଆୟଠାରୁ ବ୍ୟୟ ଅଧିକ ହେବ। ପରିବାର ସଦସ୍ୟଙ୍କ ସହ ଝଗଡ଼ା ହୋଇପାରେ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ […]

astro-1-2-300x172

astro-1-2-300x172

Jyoshna Pradhan
  • Published: Sunday, 01 March 2020
  • Updated: 01 March 2020, 07:13 AM IST

Sports

Latest News

ମେଷ: ଆଧ୍ୟାତ୍ମିକ ସ୍ଥାନକୁ ଯାଇପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

ବୃଷ:  ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।ଆର୍ଥିକ ସ୍ଥିତି ଭଲ ରହିବ।

ମିଥୁନ: ପରିବାରରେ ହସଖୁସିର ପରିବେଶ ରହିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।

କର୍କଟ: ଆୟଠାରୁ ବ୍ୟୟ ଅଧିକ ହେବ। ପରିବାର ସଦସ୍ୟଙ୍କ ସହ ଝଗଡ଼ା ହୋଇପାରେ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି।

ସିଂହ:  ବନ୍ଧୁଙ୍କ ସହ ବୁଲିବାକୁ ଯାଇପାରନ୍ତି। ବାପାମା’ଙ୍କ ଆଶୀର୍ବାଦ ମିଳିବ। ମାଲିମକଦ୍ଦମାରେ ବିଜୟୀ ହେବେ।

କନ୍ୟା:  ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଧନପ୍ରାପ୍ତି ଯୋଗ ରହିଛି। ପିତାଙ୍କ ସହଯୋଗ ମିଳିବ।

ତୁଳା: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି।

ବିଚ୍ଛା: ଜଳାଶୟଠାରୁ ଦୂରେଇ ରୁହନ୍ତୁ। ଆତ୍ମବିଶ୍ୱାସ ବଢ଼ିବ। ମନ ଖୁସି ରହିବ।

ଧନୁ: ଦିନଟି ଭଲରେ କଟିବ। ବନ୍ଧୁଙ୍କ ସହିତ ଦେଖାହୋଇପାରେ। ପରିବାରରେ ହସଖୁସିର ପରିବେଶ ରହିବ।

ମକର: ଜୀବନସାଥୀଙ୍କ ସହଯୋଗ ମିଳିବ। ଘରେ କୌଣସି ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

କୁମ୍ଭ: ପେଟରେ ଯନ୍ତ୍ରଣା ଅନୁଭବ କରିବେ। ଅପରାହ୍ଣ ପରେ ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

ମୀନ: ଚାକିରିକୁ ନେଇ ଚିନ୍ତିତ ରହିପାରନ୍ତି। ଘରକୁ ଅତିଥି ଆସିପାରନ୍ତି। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ସଫଳତା ପାଇବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story