ଝଡ଼ତୋଫାନ ଓ ବଜ୍ରପାତ ନେଇ ଦିନ ୧୨ଟା ଯାଏଁ ସତର୍କ ରହିବାକୁ ପାଣିପାଗ ବିଭାଗର ପରାମର୍ଶ: ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର, ଢେଙ୍କାନାଳ, କୋରାପୁଟ,ନବରଙ୍ଗପୁର, ବଲାଙ୍ଗିର, କନ୍ଧମାଳ, କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲାକୁ ସତର୍କ ରହିବାକୁ କୁହାଯାଇଛି