ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣା: ୪ ଜଣିଆ SIT ଗଠନ କରି ତଦନ୍ତ ଆରମ୍ଭ କଲା କ୍ରାଇମ୍‌ବ୍ରାଞ୍ଚ; ଜଣେ ଅତିରିକ୍ତ ଏସ୍‌ପି ପାହ୍ୟା ଅଫିସରଙ୍କ ନେତୃତ୍ୱରେ ଟିମ୍ ଗଠନ ହୋଇଛି ବୋଲି ସୂଚନା ଦେଲେ କ୍ରାଇମବ୍ରାଞ୍ଚ ଏଡିଜି ସନ୍ତୋଷ ଉପାଧ୍ୟାୟ

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।