ପୁରୀରେ ASIର ଏକ ସ୍ଥାୟୀ କାର୍ଯ୍ୟାଳୟ ପ୍ରତିଷ୍ଠା ପାଇଁ ରାଷ୍ଟ୍ରପତିଙ୍କ ନିକଟରେ ଦାବି କଲେ ରାଜସ୍ୱ ମନ୍ତ୍ରୀ ମହେଶ୍ୱର ମହାନ୍ତି: ଦାବି ଉପରେ ମତ ରଖିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, କହିଲେ- ASIର ସ୍ଥାୟୀ କାର୍ଯ୍ୟାଳୟ ନେଇ ବିଚାର କରିବି

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।