ପୁରୀ: ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଜାରି; ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଏସ୍‌ପି ଓ ପରିଚାଳନା କମିଟି ସଦସ୍ୟ ଉପସ୍ଥିତ, ଶୃଙ୍ଖଳିତ ରଥଯାତ୍ରା ପ୍ରସଙ୍ଗରେ ବୈଠକରେ ଆଲୋଚନା