ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ପ୍ରାର୍ଥୀ ରାମନାଥ କୋବିନ୍ଦ, ଦିନ ୧୧ଟାରେ ବିଧାନସଭା ସମ୍ମିଳନୀ କକ୍ଷରେ ବଜେଡି ବିଧାୟକ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ