ଶୂନ୍ୟକାଳରେ ଟମାଟୋ ଅଭାବୀ ବିକ୍ରି ପ୍ରସଙ୍ଗ ଉଠାଇଲେ ବିରୋଧୀଦଳ ନେତା ନରସିଂହ ମିଶ୍ର : ଟମାଟୋ ଅଭାବୀ ବିକ୍ରି ପ୍ରତିବାଦରେ କଂଗ୍ରେସ ଓ ବିଜେପି ସଦସ୍ୟଙ୍କ ହୋହଲ୍ଲା, ଗୃହକୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ମୁଲତବି ରଖିଲେ ବାଚସ୍ପତି

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।