ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ମୋଦିଙ୍କୁ ଚିଠି ଲେଖି ଏମିତି ଚେତାବନୀ ଦେଲେ ଦିଦି
ଡିଭିସି ଏକତରଫା ଭାବେ ପାଣି ଛାଡ଼ୁଥିବାରୁ ଦକ୍ଷିଣ ବେଙ୍ଗଲର ବିଭିନ୍ନ ଅଞ୍ଚଳରେ ବନ୍ୟା ସୃଷ୍ଟି ହେଉଛି। ତେଣୁ ଡିଭିସି ସହ ରାଜ୍ୟ ସବୁ ପ୍ରକାରର ସମ୍ପର୍କଚ୍ଛିନ୍ନ କରିଦେବ ବୋଲି ମମତା ଚିଠିରେ ମୋଦିଙ୍କୁ ଚେତାବନୀ ଦେଇଛନ୍ତି।
Politics
ନବୀନଙ୍କ ନ୍ୟାୟିକ ତଦନ୍ତ ଦାବିକୁ କଟାକ୍ଷ କଲେ ସୁରେଶ ପୂଜାରୀ
ଗଣମାଧ୍ୟମକୁ ସେ କହିଛନ୍ତି, ନ୍ୟାୟିକ ତଦନ୍ତ କଥା କହୁଛନ୍ତି, ତାହାହେଲେ କନ୍ଧମାଳ ତଦନ୍ତ ରିପୋର୍ଟ କୁଆଡ଼େ ଗଲା? ନବୀନ ବାବୁଙ୍କ ବେଳେ ୨୪ ନ୍ୟାୟିକ ତଦନ୍ତ ହେଲା। ସେ ସବୁ ରିପୋର୍ଟ କାହିଁ। ଗତ୨୪ ବର୍ଷର ସରକାର ଚାହିଁଥିଲେ ହିଂସାମୁକ୍ତ ଓଡ଼ିଶା ଗଠନ ହୋଇପାରିଥାନ୍ତା।
Politics
ମେଜର ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା; ବିଚାର ବିଭାଗୀୟ ତଦନ୍ତ ଦାବି କଲେ ନବୀନ
ଜଣେ ଆର୍ମି ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଥାନା ହାଜତରେ ଦିଆଯାଇଥିବା ନିର୍ଯାତନା ନିନ୍ଦନୀୟ ବୋଲି କହିବା ସହ ଏହାର ବିଚାର ବିଭାଗୀୟ ତଦନ୍ତ ଦାବି କରିଛନ୍ତି ନବୀନ ।
Politics
ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ୩ ଦିନିଆ କେନ୍ଦୁଝର ଗସ୍ତ
ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି।
Politics
ସରକାରଙ୍କ ୧୦୦ ଦିନର ହିସାବ ଦେଲେ, ୫ ବର୍ଷର ରୋଡମ୍ୟାପ୍ ରଖିଲେ ମୁଖ୍ୟମନ୍ତ୍ରୀ
ମୋହନ ସରକାରଙ୍କ ୧୦୦ଦିନ କାର୍ଯ୍ୟକାଳ ପୂରଣ ଉପଲକ୍ଷେ ଆଜି ପୁରୀରେ ରାଜ୍ୟସ୍ତରୀୟ ଉତ୍ସବରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଥିଲେ ଯେ, ୧୦୦ଦିନର କାର୍ଯ୍ୟକାଳରେ ଆମେ ସମସ୍ତ ପ୍ରମୁଖ ପ୍ରତିଶ୍ରୁତି ପାଳନ କରିପାରିଛୁ ।