ଭୁବନେଶ୍ୱର: ବରମୁଣ୍ଡାରେ ଆନ୍ତଃରାଜ୍ୟ ବସ୍‌ ଟର୍ମିନାଲ ପାଇଁ ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ବୈଠକ, ଆସନ୍ତା ଜୁନ୍‌ ଓ ଜୁଲାଇ ସୁଦ୍ଧା ନିର୍ମାଣ କାର୍ଯ୍ୟ ଆରମ୍ଭ ଲକ୍ଷ୍ୟ