କାଳବୈଶାଖୀ କ୍ଷୟକ୍ଷତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସୂଚନା: କହିଲେ, ଏପ୍ରିଲ ୧ରୁ ଏପର୍ଯ୍ୟନ୍ତ ୫୧ ଜଣଙ୍କର ମୃତ୍ୟୁ ଘଟିଛି; ବଜ୍ରପାତରେ ୪୭ ଓ କାଳବୈଶାଖୀରେ ୪ ଜଣଙ୍କ ମୃତ୍ୟୁ ଘଟିଛି, ବରଗଡ଼ରେ ସର୍ବାଧିକ ୨୬ ହଜାର ୮୯୯ ହେକ୍ଟର ଫସଲ ନଷ୍ଟ ହୋଇଛି

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।