ଭୁବନେଶ୍ୱର: ବାରଙ୍ଗ ଥାନା ନିକଟରେ ୨ ଟ୍ରକ୍ ମୁହାଁମୁହିଁ ଧକ୍କା; ଜଣେ ଡ୍ରାଇଭର ଚାପି ହୋଇ ରହିଛନ୍ତି, ଅନ୍ୟ ଏକ ଟ୍ରକ୍ ଡ୍ରାଇଭର ଓ ହେଲପର ଫେରାର୍, ଅଗ୍ନିଶମ ବାହିନୀ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।