ଅକ୍ଟୋବର ୨ ଗାନ୍ଧି ଜୟନ୍ତୀରୁ ରାଜ୍ୟରେ ପ୍ଲାଷ୍ଟିକ କଟକଣା: ପ୍ଲାଷ୍ଟିକ ବ୍ୟବହାର ଉପରେ କଟକଣା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଆସନ୍ତା ୨ ବର୍ଷରେ ସଂପୂର୍ଣ୍ଣ ଭାବେ ବ୍ୟାନ୍ ହେବ ପଲିଥିନ