ବର୍ଷା ଯୋଗୁଁ ଆଜି ହେବାକୁ ଥିବା ଉତ୍କଳ ବିଶ୍ୱବିଦ୍ୟାଳୟର ଯୁକ୍ତ ୩ର ୪ର୍ଥ ସେମିଷ୍ଟର ପରୀକ୍ଷାକୁ ବାତିଲ୍ କରାଯାଇଛି: ଏନେଇ ଉତ୍କଳ ବିଶ୍ୱବିଦ୍ୟାଳୟ ୱେବସାଇଟ୍‌ରେ ସୂଚନା ଦିଆଯାଇଛି,ପରୀକ୍ଷା ପାଇଁ ଆଉ ଥରେ ଖୁବଶୀଘ୍ର ତାରିଖ ଘୋଷଣା କରାଯିବ

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।