ଭୁବନେଶ୍ୱର: କୁଆଖାଇ ନଦୀକୁ ଡେଇଁଥିବା ମହିଳାଙ୍କୁ ଟଙ୍କପାଣି ରୋଡ୍‌ ନିକଟ ନଦୀରୁ ଉଦ୍ଧାର କଲା ଅଗ୍ନିଶମ ବିଭାଗ; ଗୁରୁତର ଅବସ୍ଥାରେ ମହିଳାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି, ସଂପୃକ୍ତ ମହିଳା ନୂଆପଲ୍ଲୀ ବେହେରା ସାହି ଅଞ୍ଚଳର ସୂଚନା

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।