ଝଡ଼ତୋଫାନ, ବର୍ଷା ଓ ବଜ୍ରପାତ ନେଇ ଦିନ ୧ଟା ୧୫ ମିନିଟ୍ ଯାଏଁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ: ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼,ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼ ଓ ଜଗତସିଂହପୁର ଜିଲ୍ଲାକୁ ସତର୍କ ରଖିବାକୁ ପରାମର୍ଶ