ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବର୍ଷା ଓ ସମ୍ଭାବ୍ୟ ବନ୍ୟାକୁ ଦୃଷ୍ଟିରେ ରଖି ସଚିବାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ: ସ୍ୱତନ୍ତ୍ର ରିଲିଫ୍ କମିଶନର ଓ ବିଭାଗୀୟ ମୁଖ୍ୟମାନେ ଉପସ୍ଥିତ