ଭୁବନେଶ୍ୱର: ନୟାପଲ୍ଲୀ ହାଇସ୍କୁଲ୍ ପଛ ପଡ଼ିଆରୁ ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର କଲା ପୁଲିସ୍; ଯୁବକଙ୍କ ଶରୀରରେ ଏକାଧିକ କ୍ଷତ ଚିହ୍ନ ରହିଛି, ହତ୍ୟା ସନ୍ଦେହ

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।