ଭୁବନେଶ୍ୱର: ଏମ୍ସର ପ୍ରଥମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ସ୍ୱଚ୍ଛତାର ପାଠ ପଢ଼ାଇଲେ ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ, କହିଲେ- ଶରୀର ଓ ମନରେ ସ୍ୱଚ୍ଛତାର ଆବଶ୍ୟକତା ରହିଛି, ଗ୍ରାମାଞ୍ଚଳରେ ସ୍ୱାସ୍ଥ୍ୟସେବାକୁ ଗୁରୁତ୍ୱ ଦିଆଯିବା ଦରକାର