ଭୁବନେଶ୍ୱର: ଆଚାର୍ଯ୍ୟ ବିହାରରେ ଥିବା ଏକ କୋଚିଂ ସେଣ୍ଟରରେ ଭୟାବହ ଅଗ୍ନିକାଣ୍ଡ; ସେକେଣ୍ଡ ଫ୍ଲୋର ଛାର୍‌ଖାର୍‌, ନିଆଁ ଲିଭା କାର୍ଯ୍ୟରେ ଦମକଳ ବାହିନୀର ୨ଟି ଟିମ୍ ନିୟୋଜିତ, ନିଆଁ ଲାଗିବାର କାରଣ ଅସ୍ପଷ୍ଟ

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।