ଦୂତି ଚାନ୍ଦଙ୍କୁ ଆଉ ଦେଢ଼ କୋଟି ଟଙ୍କା ଦେବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘୋଷଣା: ଦୂତିଙ୍କ ଅଲିମ୍ପିକ ପ୍ରସ୍ତୁତି ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ