ଭୁବନେଶ୍ୱର: ଓପେପା ଆକାଉଣ୍ଟସ୍ ଅଫିସର୍‌ ନଳିନୀ ପୃଷ୍ଟି ଓ ତାଙ୍କ ସ୍ୱାମୀ ବିଜୟ କେତନ ସାହୁଙ୍କୁ ୩ ଦିନିଆ ରିମାଣ୍ଡରେ ନେବ ଭିଜିଲାନ୍ସ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଦୁହେଁ ଗିରଫ ହୋଇଛନ୍ତି

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।