ଭୁବନେଶ୍ୱର: ମନ୍ତ୍ରୀ ପ୍ରଦୀପ ମହାରଥୀଙ୍କ ବିବାଦୀୟ ମନ୍ତବ୍ୟ ପ୍ରସଙ୍ଗ; ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ରାଜରାସ୍ତାରେ ବିଜେପି ଯୁବ ମୋର୍ଚ୍ଚା, ନବୀନ ଓ ମହାରଥୀଙ୍କ କୁଶପୁତ୍ତଳିକା ଦାହ କଲା ବିଜେପି ଯୁବ ମୋର୍ଚ୍ଚା